Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଅଯୋଧ୍ୟା-ବାରଣାସୀ ତୀର୍ଥ ଯାତ୍ରାରେ ଯୋଗଦେଲେ ଗଜପତିର ୭୨ଜଣ ବରିଷ୍ଠ ନାଗରିକ

ଗଜପତି(ଜୟ ଓଡିଶା) -ଅଯୋଧ୍ୟା-ବାରଣସୀ ତାର୍ଥଯାତ୍ରାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଭାପତି,ଗଜପତି ଜିଲ୍ଲାପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ମୁନିନ୍ଦ୍ର ହନଗା,ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, କ୍ରୀଡା ଅଧିକାରୀ ଲାବଣେନ୍ଦୁ ମହାନ୍ତି ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ଉପସ୍ଥିତିରେ ଅଯୋଧ୍ୟା-ବାରଣାସୀ ଅଭିମୁଖେ ଯାତ୍ରା କରିବାକୁ ଥିବା ଗଜପତିରୁ 72 ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ବସ୍ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।ସୂଚନା ପ୍ରକାରେ ଏହି ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ଚଳିତ ମାସ ତା 19-09-2025 ରିଖରେ ବ୍ରହ୍ମପୁର ରୁ ଆରମ୍ଭ ହୋଇ ତା 24-09-2025 ରିଖ ରେ ଶେଷ ହେବ।ଉକ୍ତ ତୀର୍ଥ ଯାତ୍ରାରେ ଯୋଗଦେବା ନିମନ୍ତେ ଯାତ୍ରୀମାନେ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଦ୍ବାରା ପ୍ରଦତ୍ତ Website ରେ Online ପ୍ରକ୍ରିୟା ମାଧ୍ୟମରେ ଆବେଦନ କରିଥିଲେ । ସେଥି ମଧ୍ୟରୁ 72 ଜଣ ଯାତ୍ରୀଙ୍କୁ e-randomization ପ୍ରକ୍ରିୟା ମାଧ୍ୟମରେ ରାଜ୍ୟ ପର୍ଯ୍ୟଟନ ବିଭାଗ, ଭୂବନେଶ୍ବର ଚିହ୍ନଟ କରିଛନ୍ତି ଏବଂ ସେମାନେ ହିଁ ଏହିଯାତ୍ରାରେ ସାମିଲ ହେବେ I ସେଥି ମଧ୍ୟରେ ଗୋଷାଣି ବ୍ଲକ ରୁ 16 ଜଣ, ରାୟଗଡ଼ ବ୍ଲକ ରୁ 5 ଜଣ, ନୁଆଗଡ଼ ବ୍ଲକ ରୁ 5 ଜଣ, ରା.ଉଦୟଗିରି ବ୍ଲକ ରୁ 5 ଜଣ, ମୋହନା ବ୍ଲକରୁ 5 ଜଣ, ଗୁମ୍ମା ବ୍ଲକ ରୁ 5 ଜଣ, କାଶୀନଗର ବ୍ଲକରୁ 9 ଜଣ, ପାରଳାଖେମୁଣ୍ଡି ମ୍ୟୁନିସିପାଲିଟିରୁ 14 ଜଣ ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରୁ 5 ଜଣ ଲେଖାଏଁ ତୀର୍ଥଯାତ୍ରୀ ରହିଛନ୍ତି । ଜିଲ୍ଲା ପ୍ରଶାସନ ତରଫରୁ ଯାତ୍ରୀମାନଙ୍କ ସୁରକ୍ଷା ନିମନ୍ତେ ନିମ୍ନଲିଖିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି।1. ବ୍ରହ୍ମପୁର ଗସ୍ତ ପୂର୍ବରୁ ଯାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। 2. ସମସ୍ତ ଯାତ୍ରୀଙ୍କୁ ସେମାନଙ୍କ ବ୍ଲକ କାର୍ଯ୍ୟାଳୟ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରୁ ସରକାରଙ୍କ ଖର୍ଚ୍ଚରେ ଅଣାଯାଇଛି ଏବଂ ଫେରିଲା ବେଳେ ମଧ୍ୟ ସମସ୍ତଙ୍କୁ ସେହି ସ୍ଥାନରେ ଛଡ଼ାଯିବ । 3. ବ୍ରହ୍ମପୁର ପହଞ୍ଚିଲା ପରେ ସମସ୍ତଙ୍କୁ ଏକ କିଟ୍ ଦିଆଯିବ, ଯେଉଁଥିରେ କି ତାଙ୍କର ନିତ୍ୟ ଆବଶ୍ୟକ ଜିନିଷ ରହିଥିବ।4. ଟ୍ରେନ୍ ଯାତ୍ରା ସମୟରେ IRCTC ତରଫରୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ପାଇଁ ଆବଶ୍ୟକ ଡ଼ାକ୍ତର ଟିମ୍ ଟ୍ରେନ୍ ରେ ରହିବେ। 5. ଆମ ଜିଲ୍ଲାରୁ ସମସ୍ତ ଯାତ୍ରୀଙ୍କ ତତ୍ତ୍ବାବଧାନ ପାଇଁ ଦୁଇଜଣ Escort Officer ସେମାନଙ୍କର ସାଙ୍ଗରେ ଯାତ୍ରା କରିବେ। 6. ବ୍ରହ୍ମପୁର ରେଳ ଷ୍ଟେସନରେ ଟ୍ରେନ ରେ ବସାଇବା ଏବଂ ଆସିବା ସମୟରେ ଯତ୍ନ ଓ ସୁରକ୍ଷାରେ ଆଣିବା ପାଇଁ ପର୍ଯ୍ୟଟନ ଅଧିକାରୀଙ୍କ ସହ ଏକ ଟିମ୍ ରହିବେ।7. ଯାତ୍ରୀ ମାନଙ୍କର ଯାତ୍ରା ସମୟରେ ସମସ୍ତ ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ।ଉପସ୍ଥିତ ସମସ୍ତ ଅଧିକାରୀ ତଥା କର୍ମଚାରୀ ତୀର୍ଥଯାତ୍ରୀଙ୍କୁ ଉତ୍ସାହିତ କରିବା ସହ ତାଙ୍କର ଯାତ୍ରା ମଙ୍ଗଳମୟ ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର କର୍ମକର୍ତ୍ତା ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀଙ୍କ ନେତୃତ୍ବରେ ପରିଚାଳନା ହୋଇ ଥିଲା।ଗଜପତି ରୁ ବିବେକାନନ୍ଦ ବେହେରା

editor jai odisha by editor jai odisha
September 20, 2025
in ରାଜ୍ୟ
0
ଅଯୋଧ୍ୟା-ବାରଣାସୀ ତୀର୍ଥ ଯାତ୍ରାରେ ଯୋଗଦେଲେ ଗଜପତିର ୭୨ଜଣ ବରିଷ୍ଠ ନାଗରିକ
0
SHARES
8
VIEWS
Share on FacebookShare on Twitter
Previous Post

ନାବାଳିକା ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

Next Post

ବିଧାନସଭା ପରିସର ମଧ୍ୟରେ ବୃକ୍ଷରୋପଣ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

editor jai odisha

editor jai odisha

Next Post
ବିଧାନସଭା ପରିସର ମଧ୍ୟରେ ବୃକ୍ଷରୋପଣ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ବିଧାନସଭା ପରିସର ମଧ୍ୟରେ ବୃକ୍ଷରୋପଣ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In