Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଅହମ୍ମଦାବାଦ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ଵର: ଅହମ୍ମଦାବାଦ ବିମାନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟାନାୟକ। ଏଥିସହ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ନବୀନ ‘ଏକ୍ସ’ରେ ଲେଖିଛନ୍ତି, ‘‘ଅହମ୍ମଦାବାଦ-ଲଣ୍ଡନ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଖବର ଶୁଣି ଗଭୀର ମର୍ମାହତ, ଯେଉଁଥିରେ ଶତାଧିକ ଲୋକ ଯାତ୍ରା କରୁଥିଲେ। ଏହି ଦୁଃଖଦ ଘଟଣାରେ ଗଭୀର ଭାବରେ ପ୍ରଭାବିତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଏବଂ ପ୍ରାର୍ଥନା।’’ସୂଚନାଯୋଗ୍ୟ, ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି।

editor jai odisha by editor jai odisha
June 12, 2025
in ରାଜ୍ୟ
0
ଅହମ୍ମଦାବାଦ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ନବୀନ
0
SHARES
1
VIEWS
Share on FacebookShare on Twitter
Previous Post

ଅହମଦାବାଦ ବିମାନ ଦୁର୍ଘଟଣା, ମୃତ ବ୍ୟକ୍ତିଙ୍କୁ ଚିହ୍ନଟ ଲାଗି ଡିଏନଏ ସଂଗ୍ରହ ଆରମ୍ଭ

Next Post

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ମୃତ

editor jai odisha

editor jai odisha

Next Post
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ମୃତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In