Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ୍‍ ବାହାଦୂର ଶସ୍ତ୍ରୀଙ୍କ ଜୟନ୍ତୀ

ଭୁବନେଶ୍ବର( ଜୟ ଓଡିଶା) : - ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଭାରତର ଦ୍ୱିତୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ । ୧୮୬୯ ମସିହା ଅକ୍ଟୋବର ୨ରେ ଗୁଜୁରାଟରେ ଜନ୍ମଗ୍ରହଣ କରିଥିଲେ ଅହିଂସାର ପ୍ରତୀକ ମୋହନ ଦାସ କରମଚାନ୍ଦ ଗାନ୍ଧୀ । ଅହିଂସା ପଥ ଅନୁକରଣ କରି ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ୍‍ ପୁରୁଷଙ୍କ ଜୟନ୍ତୀ ପାଇଁ ସବୁଠି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଭାରତୀୟ ରାଜନୀତିରେ ମହାତ୍ମାଗାନ୍ଧୀଙ୍କ ପ୍ରବେଶ ଭାରତର ମୁକ୍ତି ସଂଗ୍ରାମକୁ ଏକ ନୂଆ ମୋଡ ଦେଇଥିଲା । ଏହି ସଂଗ୍ରାମ ସମୟରେ ସେ ସତ୍ୟ ଓ ଅହିଂସା ଉପରେ ଆଧାରିତ ନୂତନ ଅସ୍ତ୍ର ସତ୍ୟାଗ୍ରହର ପଥ ଆପଣାଇଥିଲେ । ସେପଟେ ଆଜି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ୧୯୦୪ ମସିହାରେ ଆଜିର ଦିନରେ ସେ ଜନ୍ମଗ୍ରହଣ କରିଥିଲେ । ପିଲାଟଇ ଦିନରୁ ସେ ଶାନ୍ତ ଓ ସରଳ ସ୍ୱଭାବର ଥିଲେ । ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ । ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହୁରଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ । ଶାସ୍ତ୍ରୀଜୀ ପ୍ରଧାନମନ୍ତ୍ରୀ ଥିବା ବେଳେ ପାକିସ୍ତାନ ସହ ଯୁଦ୍ଧ ଲଢି ନିଜର ପରାକ୍ରମ ଦେଖାଇ ପାରିଥିଲା ଭାରତ । ତାଙ୍କର ସ୍ଲୋଗାନ ‘ଜୟ ଯବାନ ଏବଂ ଜୟ କିଶାନ’ ଦେଶ ପାଇଁ ଅମର ହୋଇ ରହିଛି ।

editor jai odisha by editor jai odisha
October 2, 2025
in ରାଜ୍ୟ
0
ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ୍‍ ବାହାଦୂର ଶସ୍ତ୍ରୀଙ୍କ ଜୟନ୍ତୀ
0
SHARES
1
VIEWS
Share on FacebookShare on Twitter
Previous Post

ଗଛରେ ପିଟିହେଲା କାର, ଜଣେ ମୃତ

Next Post

ଗ୍ୟାସ୍‌ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ୨ ମହିଳା ଗୁରୁତର

editor jai odisha

editor jai odisha

Next Post
ଗ୍ୟାସ୍‌ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ୨ ମହିଳା ଗୁରୁତର

ଗ୍ୟାସ୍‌ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ୨ ମହିଳା ଗୁରୁତର

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In