Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଉଚ୍ଛେଦ ହେବ ସାଲିଆ ସାହି

ଭୁବନେଶ୍ବର: ଉଚ୍ଛେଦ ହେବ ସାଲିଆ ସାହି। ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ ରାସ୍ତା ପାଇଁ ଏହି ଉଚ୍ଛେଦ ଆରମ୍ଭ କରିଛି ବିଏମସି ଓ ବିଡିଏ । କୌଣସି ଅପ୍ରିତିକର ପରିସ୍ଥିତି ଏଡାଇବାକୁ ଘଟଣାସ୍ଥଳରେ ୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବାକି ଥିବା ଆଉ ପାଖାପାଖି ୫୧୭ ଘର ମିଳିତ ଟିମ୍ ଉଛେଦ କରିବ ମିଳିତ ଟିମ୍ । ଉଚ୍ଛେଦରେ ବିଏମସି, ବିଡିଏ, ୱାଟକୋ, ବିଦ୍ୟୁତ ବିଭାଗ ସହ ୫ ପ୍ଲାଟୁନ ପୋଲିସ ଫୋର୍ସ ସାମିଲ ହୋଇଛନ୍ତି । ସେପଟେ ଏହି ଉଚ୍ଛେଦ ପ୍ରକ୍ରିୟାକୁ ସାଲିଆ ସାହି ବାସିନ୍ଦାମାନେ ଜୋରଦାର ବିରୋଧ କରିଛନ୍ତି ।ସେମାନଙ୍କ କହିବା କଥା ସରକାର ଥଇଥାନ ନକରି ଆମକୁ ଘରୁ ବାହାର କରିଦେବା କେତେ ଦୂର ଠିକ୍‌ । କୋର୍ଟରେ ମାମଲା ଚାଲିଥିବା ବେଳେ ଉଚ୍ଛେଦ କାହିଁକି କରାଯାଉଛି, ତାହାକୁ ନେଇ ବସ୍ତିବାସିନ୍ଦାମାନେ ପ୍ରଶ୍ନ ଉଠାଇଛନ୍ତି । ଆଜି ଉଚ୍ଛେଦ ବେଳେ ବସ୍ତ ବାସିନ୍ଦାମାନେ ଧାରଣାରେ ବସିଛନ୍ତି ।

editor jai odisha by editor jai odisha
November 18, 2025
in ରାଜ୍ୟ
0
ଉଚ୍ଛେଦ ହେବ ସାଲିଆ ସାହି
0
SHARES
1
VIEWS
Share on FacebookShare on Twitter
Previous Post

ମଣିଷ ମୃତ ଶରୀରକୁ ଝୁଣି ଖାଉଛି କୁକୁର

Next Post

କଟକ ବଡ଼ ଡାକ୍ତରଖାନାରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

editor jai odisha

editor jai odisha

Next Post
କଟକ ବଡ଼ ଡାକ୍ତରଖାନାରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

କଟକ ବଡ଼ ଡାକ୍ତରଖାନାରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In