Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home Uncategorized

କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ

ପାରଳାଖେମୁଣ୍ଡି( ଜୟ ଓଡିଶା) : - କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକ ,ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ଶ୍ରୀଯୁକ୍ତ ସୁନୀଲ ସଚେଦେବ ଓ କେନ୍ଦ୍ରୀୟ ପ୍ରକଳ୍ପ ମନିଟରିଂ ୟୁନିଟ ଶ୍ରୀ ସଚିନ କୁମାର ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଆକାଂକ୍ଷା ବ୍ଲକ୍ ଗୁମ୍ମା ଓ ଆର୍.ଉଦୟଗିରି କ୍ଷେତ୍ର ପରିଦର୍ଶନ କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରୀ ହେଉଥିବା ସ୍ଥାନ ଗୁଡ଼ିକରେ ବୁଲି ଦେଖିଥିଲେ। ସେହିପରି ଆର.ଉଦୟଗିରି ଆକାଂକ୍ଷା ବ୍ଲକ୍ ଅନ୍ତର୍ଗତ ଅବାରସିଂ ଓ ଶବରପଲ୍ଲୀ ଗ୍ରାମ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ସ୍ଥାନୀୟ ଜନସାଧାରଣଙ୍କ ସହିତ ଆଲେଚନା କରିଥିଲେ। ସେହିପରି ଗୁମ୍ମା ବ୍ଲକର ରାଗିଡି ଓ ତରଭା ଗ୍ରାମ ପଞ୍ଚାୟତରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ସହିତ ଆଲେଚନା କରିଥିଲେ। ସେହିପରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ ଦେଇଥିଲେ। ଯାହା ଏକ ରାଷ୍ଟ୍ର ଏକ ରାସନ୍ କାର୍ଡ ମାଧ୍ଯମରେ ଭିଟାମିନ ଯୁକ୍ତ ଚାଉଳ ପ୍ରଦାନ ଓ ଉକ୍ତ ଚାଉଳକୁ କିପରି ବ୍ଯବହାର କରିବେ, ଖାଦ୍ୟଶସ୍ୟ ଗ୍ରହଣ ସମୟରେ କୌଣସି ସମସ୍ୟା ରହିଛି କି ଇତ୍ୟାଦି ବିଷୟରେ ହିତାଧିକାରୀଙ୍କ ସହିତ ଆଲେଚନା କରିଥିଲେ। ଏହା ସହିତ ଧାନ ସଂଗ୍ରହ କେନ୍ଦ୍ର ଯଥା ରାୟଗଡ଼ା ଓ ଗୁମ୍ମା ଲ୍ୟାମ୍ପ ପରିଦର୍ଶନ କରିଥିଲେ। ପରେ ପାରଳାଖେମୁଣ୍ଡି ସ୍ଥିତ ଚାଉଳ ଗ୍ରହଣ ଡିପୋ ତଥା ନିୟନ୍ତ୍ରଣ ବଜାର କମିଟି ପରିଦର୍ଶନ କରି ଚାଉଳର ଗୁଣବତ୍ତା ଓ ପରିମାଣ ଯାଞ୍ଚ କରିଥିଲେ। ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଗ୍ରସ୍ତ କରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମ୍ପୁର୍ଣ୍ଣତା କାର୍ଯ୍ୟ ହୋଇଥିବାରୁ ଖୁସିବ୍ୟକ୍ତ ହେଇଥିଲେ। ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗଜପତି ଜିଲ୍ଲାର ବିକାଶ ଆଗେଇ ଚାଲିଛି। ଆହୁରି ଅଧିକରୁ ଅଧିକ ଜିଲ୍ଲାକୁ ବିକାଶ କରିବା ପାଇଁ କିଭଳୀ କାର୍ଯ୍ୟ କରାଯିବ ସେ ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କୁ ଭେଟି ସମସ୍ତ କ୍ଷେତ୍ର ପରିଦର୍ଶନ ବିଷୟରେ ଆଲୋଚନା କରିଥିଲେ। ସେହିପରି ଶିକ୍ଷା, ସ୍ବାସ୍ଥ୍ୟ ଓ ପୋଷଣ, କୃଷି, ଜଳ ସମ୍ପଦ ଆର୍ଥିକ ଅନ୍ତର୍ଭୁକ୍ତକରଣ ଓ ଦକ୍ଷତା ବୃଦ୍ଧି ଓ ମୌଳିକ ଆବଶ୍ୟକତା ପୁରଣ ଓ ନୀତି ଆୟୋଗ ପକ୍ଷରୁ କାର୍ଯ୍ୟକାରି ହେଉଥିବା ବିକାଶ ମୂଳକ ଯୋଜନା ଗୁଡ଼ିକ କୁ ଆଲୋଚନା କରିଥିଲେ। ଏତଦ୍ ବ୍ୟତୀତ ପିଏମ୍ ଜନମନ ଆବାସ ପ୍ରକଳ୍ପ, ମନରେଗା , ସ୍ୱଚ୍ଛ ଭାରତ ଅଭିଯାନ ଅଧୀନରେ ପରିମଳ ପ୍ରକଳ୍ପ, ଆୟୁଷ୍ମାନ ଭାରତ ଓ ପିଭିଟିଜି ପରିବାର ପ୍ରମୁଖ ଯୋଜନାର ଗୁଡ଼ିକ ବିଷୟରେ ମଧ୍ଯ ଆଲୋଚନା କରିଥିଲେ। ଆଜିର ଏହି ଗ୍ରସ୍ତ ସମୟରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ଅତିରିକ୍ତ ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀ ଶ୍ରୀମତୀ ସ୍ନେହାସିନୀ ବେହେରା,ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନାମୀ ମଣ୍ଡଳ, ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖର୍ସେଲ, ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ସମସ୍ତ ଯୋଗାଣ ନିରୀକ୍ଷକ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

editor jai odisha by editor jai odisha
July 12, 2025
in Uncategorized, ଆଞ୍ଚଳିକ
0
କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ
0
SHARES
1
VIEWS
Share on FacebookShare on Twitter
Previous Post

ସୁସ୍ଥ ହୋଇ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Next Post

ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ଷଷ୍ଠ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

editor jai odisha

editor jai odisha

Next Post
ଜାତୀୟ  ସ୍ତରୀୟ ବୁଥ ଅଧିକାରୀଙ୍କ ଷଷ୍ଠ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ଷଷ୍ଠ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In