Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଜାତୀୟ

ଜମ୍ମୁ କାଶ୍ମୀରର ରିଆସି ଜିଲାରେ ଭୂସ୍ଖଳନ, ୭ମୃତ

ଜମ୍ମୁ କାଶ୍ମୀର(ଏଜେନ୍ସି) : ଜମ୍ମୁ କାଶ୍ମୀରର ରିଆସି ଜିଲାର ମାହୁର ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଫଳରେ ଭଗ୍ନାବିଶେଷ ତଳେ ଚାପି ହୋଇ ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆହୁରି ଅନେକ ଲୋକ ଏବେ ବି ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଅନେକ ଘର ଭଗ୍ନାବିଶେଷ ଏବଂ ପାଣିରେ ଭାସି ଯାଇଛି । ପୁଲିସ ଏବଂ ସେନା କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ଭଗ୍ନାବିଶେଷ ତଳେ ଚାପି ହୋଇଥିବା ଲୋକଙ୍କୁ ଉଦ୍ଧାର କରିବାକୁ ପ୍ରୟାସ ଜାରି ରହିଛି । ସୂଚନା ଅନୁସାରେ ଜମ୍ମୁ କାଶ୍ମୀରରେ ଗତ କିଛି ଦିନ ଧରି ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଜାରି ରହିଛି । ପ୍ରତିଦିନ ବିଭିନ୍ନ ସ୍ଥାନରେ ବାଦଲ ଫଟା ବର୍ଷା ସହିତ ବନ୍ୟା ଏବଂ ଭୂସ୍ଖଳନ ଭଳି ଘଟଣା ଘଟୁଛି । ବନ୍ୟା ଓ ଭୂସ୍ଖଳନ ଯୋଗୁ ଜମ୍ମୁ-ଶ୍ରୀନଗର, ମନାଲି-ଲେହ ରାଜପଥ ସମେତ ଅନେକ ରାସ୍ତା ପ୍ରଭାବିତ ହୋଇଥିବାରୁ ଗାଁ ଓ ସହରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ନଦୀ କୂଳିଆ ଲୋକଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

editor jai odisha by editor jai odisha
August 30, 2025
in ଜାତୀୟ
0
ଜମ୍ମୁ କାଶ୍ମୀରର ରିଆସି ଜିଲାରେ ଭୂସ୍ଖଳନ, ୭ମୃତ
0
SHARES
1
VIEWS
Share on FacebookShare on Twitter
Previous Post

ରାଜୀବ ଶୁକ୍ଳା ବିସିସିଆଇର କାର୍ଯ୍ୟକାରୀ ସଭାପତି

Next Post

ଭାରତ ଏସିଆ କପ୍‌ ପୁରୁଷ ହକି ପ୍ରତିଯୋଗିତା -୨୦୨୫: ଚୀନ୍‌କୁ ୪-୩ ଗୋଲରେ ହରାଇଲା ଭାରତ

editor jai odisha

editor jai odisha

Next Post
ଭାରତ ଏସିଆ କପ୍‌ ପୁରୁଷ ହକି ପ୍ରତିଯୋଗିତା -୨୦୨୫:  ଚୀନ୍‌କୁ ୪-୩ ଗୋଲରେ ହରାଇଲା ଭାରତ

ଭାରତ ଏସିଆ କପ୍‌ ପୁରୁଷ ହକି ପ୍ରତିଯୋଗିତା -୨୦୨୫: ଚୀନ୍‌କୁ ୪-୩ ଗୋଲରେ ହରାଇଲା ଭାରତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In