Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଜାତୀୟ ରାଜପଥରେ ରାସ୍ତା ଉପରେ ଜଳିଗଲା ମାଲ ବୋଝେଇ ଟ୍ରକ୍

ନୂଆପଡା( ଜୟ ଓଡିଶା) : ନୂଆପଡା ୩୫୩ ଜାତୀୟ ରାଜପଥରେ ରାସ୍ତା ଉପରେ ଜଳିଗଲା ମାଲ ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ସୂଚନା ଅନୁଯାୟୀ ରବିବାର ଭୋରରୁ ଏକ ଟ୍ରକ୍ ଛତିଶଗଡ଼ ରାୟପୁରରୁ କେସିଙ୍ଗା ଅଭିମୁଖେ ଯାଉଥିଲା। ହଠାତ୍ ଉଦ୍ୟାନବନ୍ଧ ନିକଟରେ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଲକ୍ଷାଧିକ ମୂଲ୍ୟର ଗ୍ରୋସରୀ ଓ କସମେଟିକ୍ସ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଖବରପାଇ କୋମନା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । କୋମନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଡ୍ରାଇଭର ଓ ହେଲପର ସୁରକ୍ଷିତ ଅଛନ୍ତି।

editor jai odisha by editor jai odisha
September 28, 2025
in ରାଜ୍ୟ
0
ଜାତୀୟ ରାଜପଥରେ ରାସ୍ତା ଉପରେ ଜଳିଗଲା ମାଲ ବୋଝେଇ ଟ୍ରକ୍
0
SHARES
1
VIEWS
Share on FacebookShare on Twitter
Previous Post

ସାପ କାମୁଡାରେ ମାଆ, ଝିଅ ମୃତ

Next Post

ଗଜପତିରୁ ୫ ଜଣ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ

editor jai odisha

editor jai odisha

Next Post
ଗଜପତିରୁ ୫ ଜଣ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ

ଗଜପତିରୁ ୫ ଜଣ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In