Jai Odisha
Tuesday, December 2, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ଜୀଅନ୍ତା ଜଳିଗଲେ ଯୁବତୀ

କେନ୍ଦ୍ରାପଡା (ଜୟ ଓଡିଶା): ପୁଣି ଜୀଅନ୍ତା ଜଳିଗଲେ ଯୁବତୀ । ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ । ଏଭଳି ଏକ ଅଭାବନୀୟ ଘଟଣା ବୁଧବାର ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଘଟିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି । ଯୁବତୀଙ୍କ ପ୍ରେମିକ ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରିଥିଲେ । ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୁଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।

editor jai odisha by editor jai odisha
August 6, 2025
in ଅପରାଧ
0
ଜୀଅନ୍ତା ଜଳିଗଲେ ଯୁବତୀ
0
SHARES
1
VIEWS
Share on FacebookShare on Twitter
Previous Post

ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ

Next Post

ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

editor jai odisha

editor jai odisha

Next Post
ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In