Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଗୁଜରାଟ ହାଇକୋର୍ଟରୁ ଆଶ୍ଵସ୍ତି

ଅହମଦାବାଦ(ଏଜେନ୍ସି) : ୨୦୧୩ରେ ପଞ୍ଜିକୃତ ଦୁଷ୍କର୍ମ ମାମଲାରେ ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ହାଇକୋର୍ଟ ତାଙ୍କ ଅସ୍ଥାୟୀ ଜାମିନକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ମାମଲାରେ ଆଶାରାମ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ସେ ଚିକିତ୍ସା ଆଧାରରେ ଜାମିନରେ ଅଛନ୍ତି। ଜଷ୍ଟିସ ଇଲେଶ ଭୋରା ଏବଂ ଜଷ୍ଟିସ ସନ୍ଦୀପ ଭଟ୍ଟଙ୍କ ଖଣ୍ଡପୀଠ ଆଶାରାମଙ୍କ ଜାମିନ ଅବଧି ବୃଦ୍ଧି କରିଛନ୍ତି, ଯଦ୍ୱାରା ତାଙ୍କ ଓକିଲ ଆବେଦନ ସମ୍ପର୍କରେ ଆବଶ୍ୟକୀୟ କାଗଜପତ୍ର ପ୍ରସ୍ତୁତ କରିପାରିବେ। ହାଇକୋର୍ଟ କହିଛନ୍ତି, ଜୁଲାଇ ୨ରେ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ହାଇକୋର୍ଟ ମାର୍ଚ୍ଚ ୨୮ରେ ଦିଆଯାଇଥିବା ଅସ୍ଥାୟୀ ଜାମିନକୁ ତିନି ମାସ ପାଇଁ ବୃଦ୍ଧି କରିଥିଲେ, ଯାହା ଜୁନ୍ ୩୦ରେ ଶେଷ ହେଉଛି। ୨୦୨୩ ମସିହ ଜାନୁଆରୀ ମାସରେ ଗାନ୍ଧୀନଗରର ଏକ ଅଦାଲତ ଏକ ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ୨୦୧୩ରେ ରାଜସ୍ଥାନସ୍ଥିତ ତାଙ୍କ ଆଶ୍ରମରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମର ଅନ୍ୟ ଏକ ମାମଲାରେ ମଧ୍ୟ ଆଶାରାମ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ବର୍ତ୍ତମାନର ମାମଲାରେ ତାଙ୍କୁ ସୁରଟର ଜଣେ ମହିଳା ଅନୁଗାମୀଙ୍କ ସହ ୨୦୦୧ରୁ ୨୦୦୬ ମଧ୍ୟରେ ଅନେକ ଥର ଦୁଷ୍କର୍ମ କରିବାକୁ ନେଇ ଦୋଷୀ ସାବ୍ୟସ୍ତ କରାଯାଇଥିଲା।

editor jai odisha by editor jai odisha
June 27, 2025
in ଅପରାଧ, ଜାତୀୟ
0
ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଗୁଜରାଟ ହାଇକୋର୍ଟରୁ ଆଶ୍ଵସ୍ତି
0
SHARES
1
VIEWS
Share on FacebookShare on Twitter
Previous Post

ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେସନରେ ପହଞ୍ଚିଲେ ଶୁଭାଂଶୁ, ସମୟ ପୂର୍ବରୁ ହେଲା ଡକିଂ

Next Post

ଶରଧାବାଲି ଅଭିମୁଖେ ତାଳଧ୍ବଜ

editor jai odisha

editor jai odisha

Next Post
ଶରଧାବାଲି ଅଭିମୁଖେ ତାଳଧ୍ବଜ

ଶରଧାବାଲି ଅଭିମୁଖେ ତାଳଧ୍ବଜ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In