Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ନାବାଳିକାକୁ ବିବାହ କରି ନିଲମ୍ବିତ ହେଲେ ପୁଲିସ ବାବୁ

ଜଗତସିଂହପୁର( ଜୟ ଓଡିଶା) : - କରି ନାବାଳିକାକୁ ବିବାହ କଲେ, ପରେ ନିର୍ଯାତନା ଦେଇଥିବାର ଅଭିଯୋଗ ହେବାପରେ ନିଲମ୍ବିତ ହୋଇଛନ୍ତି ପୁଲିସ ଏସ୍‍ଆଇ ଅମିତ ପାଢୀ । ଫେସବୁକରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ସୂଚନା ଅନୁସାରେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ରତେଇ ଗାଁର ଅମିତ ପାଢୀଙ୍କ ନାଁରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ ହୋଇଛି । ଜଣେ ନାବାଳିକାଙ୍କୁ ବିବାହ କରିଥିଲେ ପୁଲିସ ବାବୁ । ବିବାହର କିଛି ମାସ ପରେ ସ୍ୱାମୀ, ଶାଶୁ ଓ ଶ୍ୱଶୁର ନିର୍ଯାତନା ଦେଇଥିବା ନାବାଳିକା ବୋହୂ ଅଭିଯୋଗ ଆଣିଛନ୍ତି । ବାରମ୍ବାର ମାନସିକ, ଶାରୀରିକ ଓ ନିର୍ଯାତନା ଦେବା ସହ ମାଡ ମାରି ଘରୁ ତଡି ଦେଇଥିବା ଜଗତସିଂହପୁର ଥାନାରେ ଅଭିଯୋଗ ହୋଇଛି । ଘଟଣା ପରେ ପୁଲିସ ଏସଆଇ ଅମିତ ପାଢୀଙ୍କୁ ଚାକିରିରୁ ନିଲମ୍ବିତ ହୋଇଛନ୍ତି । କିନ୍ତୁ ତାପରଠୁ ପୁଲିସ ବାବୁ ଜଣଙ୍କ କେଉଁଠି ଅଛନ୍ତି ସେସମ୍ପର୍କରେ କୌଣସି ଖବର ମିଳିନାହିଁ । ତା ସହ ଏବେ ଯାଏଁ ମାମଲାର ଚାର୍ଜସିଟ୍‍ ପୁଲିସ ଦାଖଲ କରିନଥିବା ନାବାଳିକାଙ୍କ ମାଆ ଅଭିଯୋଗ କରିଛନ୍ତି ।

editor jai odisha by editor jai odisha
August 8, 2025
in ଅପରାଧ
0
ନାବାଳିକାକୁ ବିବାହ କରି ନିଲମ୍ବିତ ହେଲେ ପୁଲିସ ବାବୁ
0
SHARES
0
VIEWS
Share on FacebookShare on Twitter
Previous Post

ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

Next Post

ପୁଣି ସମ୍ପର୍କରେ ଛିଟା: ନାବାଳିକା ଗର୍ଭବତୀ ; ସମ୍ପର୍କୀୟ ପିଉସା ଅଟକ

editor jai odisha

editor jai odisha

Next Post
ପୁଣି ସମ୍ପର୍କରେ ଛିଟା:  ନାବାଳିକା ଗର୍ଭବତୀ ; ସମ୍ପର୍କୀୟ ପିଉସା ଅଟକ

ପୁଣି ସମ୍ପର୍କରେ ଛିଟା: ନାବାଳିକା ଗର୍ଭବତୀ ; ସମ୍ପର୍କୀୟ ପିଉସା ଅଟକ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In