Jai Odisha
Friday, January 30, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ(ଜୟ ଓଡିଶା): ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୬ହଜାର ଟଙ୍କା ଜୋରିମାନା ଦେବାକୁ ରାୟ ପ୍ରକାଶ ପାଇଛି । ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋସ୍କୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୧୪ବର୍ଷିୟା ନାବାଳିକାର ଦୁଷ୍କର୍ମ ମାମଲାର ବିଚାର କରି ୧୭ ଜଣ ସାକ୍ଷୀ ଡ଼ାକ୍ତରୀ ରିପୋର୍ଟ ଆଧାରରେ ଦାରିଙ୍ଗିବାଡ଼ି ଥାନା ଅଂଚଳର ହର୍ମି ମଲିକକୁ ଦୋଷୀ ସାବ୍ୟସ୍ତ କରିଛନ୍ତିି । ଏହାସହିତ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୧୬,୦୦୦ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି । ଜୋରିମାନା ଅନାଦେୟ କରିଲେ ଆଉ ଅଧିକ ୧ବର୍ଷ ୯ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ଫାଷ୍ଟ୍‌ ଟ୍ରାକ୍ ପୋସ୍କୋ କୋର୍ଟ ର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ। । ସୂଚନା ଅନୁସାରେ ପିଡୀତା ୨୦୨୪ ସେପ୍ଟେମ୍ବର ୧ରେ ଡ୍ରେସ୍ କିଣିବା ପାଇଁ ଦାରିଙ୍ଗିବାଡ଼ି ବଜାରକୁ ଯାଉଥିଲେ । ଏହି ସମୟରେ ଅଭିଯୁକ୍ତ ଅଟୋ ରିକ୍ସା ନେଇ ପିଡୀତା କୁ ବଜାରରେ ଛାଡି ଦେବି କହି ଜୋର୍ ଜବରଦସ୍ତିକରି ଅଟୋ ରିକ୍ସା ରେ ବସାଇ ପାଙ୍ଗାଲି ଜଙ୍ଗଲ ଆଡ଼କୁ ନେଇ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗେ ହୋଇଥିଲା । ଏହାସହିତ ଏହି କଥା କାହାରିକୁ କହିଲେ ଜୀବନରେ ମାରିଦେବି ବୋଲି ଧମକ ଦେଇଥିଲା ଅଭିଯୁକ୍ତ । ତାପରେ ପିଡୀତା କୁ ଅଟୋ ରିକ୍ସା ରେ ବସାଇ ଗାଆଁ ପାଖରେ ଛାଡ଼ି ଦେଇ ଚାଲିଯାଇଥିଲା।

editor jai odisha by editor jai odisha
September 12, 2025
in ଅପରାଧ
0
ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ
0
SHARES
0
VIEWS
Share on FacebookShare on Twitter
Previous Post

ଭିଜିଲାନ୍ସ ଜାଲରେ ଧରା ପଡିଲେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା

Next Post

ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

editor jai odisha

editor jai odisha

Next Post
ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In