Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ପାରଳାଖେମୁଣ୍ଡିରେ ରଥଯାତ୍ରା ମହାସମାରୋହରେ ପାଳିତ

ଗଜପତି( ଜୟ ଓଡିଶା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ରଥଯାତ୍ରା ମହା ସମାରୋହରେ ପାଳିତ ହୋଇ ଯାଇଛି। ଦକ୍ଷିଣ ଓଡ଼ିଶାର ସବୁଠାରୁ ବଡ଼ ରଥଯାତ୍ରା ପାରଳାଖେମୁଣ୍ଡିରେ ଅନୁଷ୍ଠିତ ହୋଇଥାଏ।ପାଗ ଶୁଖିଲା ଥିବାରୁ ଭକ୍ତ ମାନେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସକାଶେ ଆସିଛନ୍ତି। ଭୋରୁ ଦୁଆର ଫିଟାନୀତି ସହ ଠାକୁରଙ୍କ ଯଥା ନୀତିକାନ୍ତି ଶେଷ ପରେ ତିନି ରଥର ପ୍ରତିଷ୍ଠା କାର୍ଯ୍ୟ ସମ୍ପର୍ଣ୍ଣ ହୋଇଥିଲା। 12 ଘଣ୍ଟା ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି କାର୍ଯ୍ୟ ଆରମ୍ଭ କରାଯାଇ ଥିଲା।ଏବଂ ତାପରେ ମହାଦେଇ କଲ୍ୟାଣି ଗଜପତି ତିନି ରଥରେ ଛେରା ପହଁରା କରିଥିଲେ।ଅପରାହ୍ନ 4 ଟା ସମୟରେ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା ।ରଥ ଟଣା ସମୟରେ ବିଭିନ୍ନ ସାଂସ୍କୃତିକ ଦଳ ସଂକୀର୍ତ୍ତନ ଦଳ ନୃତ୍ୟ କୀର୍ତ୍ତନ ସହ ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ର ଓ ପଦାମୃତ ନୃତ୍ୟାୟନ ପକ୍ଷରୁ ପାରମ୍ପରିକ ମାହାରୀ ଓ ଓଡ଼ିଶୀ ନୃତ୍ୟ ସେବା ପରିବେଷଣ କରିଥିଲେ। ରଥ ଟାଣିବା ପାଇଁ ହଜାର ହଜାର ଭକ୍ତ ମାନେ ସାମିଲ ହୋଇଥିଲେ। ମାଆ ସୁଭଦ୍ରାଙ୍କ ରଥକୁ ମହିଳା ମାନେ ଟାଣି ଥିଲେ। ଏହି ରଥ ଟଣା ସମୟରେ ଲୋକଙ୍କ ସେବା ପାଇଁ ଅଗ୍ନ୍ୟାଶମ ବିଭାଗ, ଜିଲ୍ଲା ଭାରତ ସ୍କାଉଟ ଓ ଗାଇଡ଼ କେଡର ଓ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ର ସ୍ବେଚ୍ଛାସେବୀ ମାନେ ଉପସ୍ଥିତ ଥିଲେ। ସ୍ବେଚ୍ଛାସେବୀ ଅନୁଷ୍ଠାନମାନେ ଜନସାଧାରଣଙ୍କ ନିମନ୍ତେ ଅନ୍ନ ପ୍ରସାଦ,ଓଆର ଏସ୍ ପାନୀୟ ଜଳ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ଦଳ ପକ୍ଷରୁ ଦହି ପଣା ବଣ୍ଟନ କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସକାଶେ ପୋଲିସ ମୃତୟନ କରା ଯାଇଥିଲା।ତିନି ଠାକୁରଙ୍କ ରଥ ଗୁଣ୍ଡିଚା ବାଡ଼ିରେ ନିକଟରେ ପହଞ୍ଚି ଥିଲା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଧାର ବିବରଣୀ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ପାଳ ବିଜୟ କୁମାର ଦାଶ୍ ସପରିବାର, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ପୌର ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଙ୍କ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ସମେତ, ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ଜିଲ୍ଲା ପ୍ରଶାସନ ଅଧିକାରୀ ଙ୍କ ସମେତ ହଜାର ହଜାର ଭକ୍ତ ମାନେ ଉପସ୍ଥିତ ଥିଲେ ।ଗଜପତିରୁ ବିବେକାନନ୍ଦ ବେହେରା ।

editor jai odisha by editor jai odisha
June 27, 2025
in ଆଞ୍ଚଳିକ
0
ପାରଳାଖେମୁଣ୍ଡିରେ ରଥଯାତ୍ରା ମହାସମାରୋହରେ ପାଳିତ
0
SHARES
1
VIEWS
Share on FacebookShare on Twitter
Previous Post

ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ର ପକ୍ଷରୁ ପବିତ୍ର ରଥଯାତ୍ରା ଅବସରରେ ନୃତ୍ୟ ପରିବେଷଣ

Next Post

ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

editor jai odisha

editor jai odisha

Next Post
ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In