Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା କାଲି ପରି ସଙ୍କଟାପନ୍ନ

ଭୁବନେଶ୍ବର( ଜୟ ଓଡିଶା) : - ବାଲେଶ୍ୱର ଛାତ୍ରୀଙ୍କ ଅବସ୍ଥା କାଲି ପରି ଆଜି ବି ଜଟିଳ ରହିଛି । ଭେଣ୍ଟିଲେଟରରେ ପୀଡିତାଙ୍କ ଚିକିତ୍ସା ଜାରି ରହିଥିବା ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଦିଲୀପ ପରିଡା ସୂଚନା ଦେଇଛନ୍ତି । ୭୨ଘଣ୍ଟା ଛାତ୍ରୀଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ବିଶେଷଜ୍ଞ ଦଳ ଦିଲ୍ଲୀ ଏମ୍ସ ସହ ଯୋଗାଯୋଗରେ ଅଛନ୍ତି । ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିଛି ବୋଲି କୁହାଯାଇପାରିବ ନାହିଁ । ଆଜି ଟିକେ ଟେମ୍ପରେଚର ଆସିଥିଲା, ଆଣ୍ଟିବାଓଟିକ୍ସ ଚାଲିଛି ବୋଲି ସୂଚନା ମିଳିଛି । ସେପଟେ ଫେମ କଲେଜରେ ଆଜି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍‍ ପହଞ୍ଚି ପଚରାଉଚରା କରିଛନ୍ତି । ଡିଏସପି ଓ ଅତିରିକ୍ତ ଏସପିଙ୍କୁ ନେଇ ଦୁଇ ଜଣିଆ ଟିମ ତନାଘନା ଚଳାଇଛନ୍ତି ।

editor jai odisha by editor jai odisha
July 14, 2025
in ଅପରାଧ
0
ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା କାଲି ପରି ସଙ୍କଟାପନ୍ନ
0
SHARES
1
VIEWS
Share on FacebookShare on Twitter
Previous Post

ଶ୍ରାବଣ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ଋଷିକୁଲ୍ୟା ନଦୀ ଘାଟରେ କାଉଡ଼ିଆଙ୍କ ଭିଡ଼

Next Post

ଗୋପାଳପୁର ଏନଏସିର କାଉନସିଲରଙ୍କ ଆତ୍ମହତ୍ୟା

editor jai odisha

editor jai odisha

Next Post
ଗୋପାଳପୁର ଏନଏସିର କାଉନସିଲରଙ୍କ ଆତ୍ମହତ୍ୟା

ଗୋପାଳପୁର ଏନଏସିର କାଉନସିଲରଙ୍କ ଆତ୍ମହତ୍ୟା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In