Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଦ୍ରକ(ଜୟ ଓଡିଶା) : ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ଛାତ୍ରୀ ଜଣକ ଯୁକ୍ତ ୩ରେ ପାଠ ପଢୁଥିବା ବେଳେ ଏକ ଘରୋଇ ମେସ୍‌ର ବାଥ୍‌ରୁମ୍‌ରୁ ତାଙ୍କର ମୃତଦେହ ଜବତ ହୋଇଛି । ସେ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ରାଖି ପାଇଁ ଘରକୁ ଯାଇ ଗତକାଲି ଭଦ୍ରକ ଫେରିଥିଲେ । ସେ ବାସୁଦେବପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ଟାଉନ୍‌ ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।ସେ ଗତ ଏକ ମାସ ହେଲା ଘରୋଇ ମେସରେ ରହି ଭଦ୍ରକ କଲେଜରେ କ୍ଲାସ କରୁଥିଲେ। ଆଜି ମଧ୍ୟାହ୍ନ ସମୟରେ ବାଥରୁମ ଭିତରେ ଆତ୍ମାହତ୍ୟା କରିଥିବା କୁହାଯାଇଛି। ମେସରେ ଥିବା ଛାତ୍ରୀମାନେ ମେସ ମାଲିକଙ୍କୁ ଖବର ଦେବା ପରେ ମେସ ମାଲିକ ପୁଲିସକୁ ଖବର ଦେଇଥିଲେ। ଭଦ୍ରକ ଟାଉନ ପୁଲିସ ଏବଂ ନିଜେ ଏସପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଖବର ପାଇ ମୃତ ଛାତ୍ରୀଙ୍କ ବାପା ଓ ମାଆ ପହଞ୍ଚିଛନ୍ତି। ପୁଲିସ ସେମାନଙ୍କୁ ପଚରାଉଚୁରା କରିବା ସହିତ ଲେଡିସ ମେସରେ ଥିବା ଅନ୍ୟ ଛାତ୍ରୀମାନଙ୍କୁ ଘଟଣା ସମ୍ପର୍କରେ ପଚାରିଛନ୍ତି। ମେସରେ ଲାଗିଥିବା ସିସିଟିଭି ମଧ୍ୟ ଯାଞ୍ଚ କରିଛନ୍ତି।

editor jai odisha by editor jai odisha
August 12, 2025
in ଅପରାଧ
0
ପାରିବାରିକ କଳହରୁ ଶ୍ବଶୂର ଘରେ ଜ୍ବାଇଁର ଆତ୍ମହତ୍ୟା
0
SHARES
1
VIEWS
Share on FacebookShare on Twitter
Previous Post

କାଠଯୋଡିରେ ବୁଡି ଦୁଇ ନାବାଳକ ନିଖୋଜ

Next Post

ବିଜେଡ଼ି ପକ୍ଷରୁ ଗଣଧାରଣା

editor jai odisha

editor jai odisha

Next Post
ବିଜେଡ଼ି ପକ୍ଷରୁ ଗଣଧାରଣା

ବିଜେଡ଼ି ପକ୍ଷରୁ ଗଣଧାରଣା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In