Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଫାଟିଲା ପିକଅପ୍ ଭ୍ୟାନ୍ ଚକା, ୧୦ ଆହତ

ଗୁରୁଡିଝାଟିଆ(ଜୟ ଓଡିଶା) : ପୁରୁଣା କଟକ ସମ୍ବଲପୁର ରାସ୍ତା ର କଖଡ଼ି ବଜାର ଘାଟ କୂଳ ଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମେଲୋଡି ପାର୍ଟିର ଏକ ଭ୍ୟାନ୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗଣେଶ ପୂଜା ଭସାଣି ପାଇଁ ଗାଡିଟି ସମ୍ବଲପୁରରୁ କଟକ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ମୁଣ୍ଡ ଫାଟି ଯାଇଥିବାବେଳେ କିଛି ଲୋକଙ୍କର ଛାତି ଓ ଅନ୍ୟାନ୍ୟ ସ୍ଥାନରେ ଆଘାତ ଲାଗିଛି। ଆହତ ମାନଙ୍କୁ ପ୍ରଥମେ ସ୍ଥାନୀୟ ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯୋଗ୍ୟ ଆଜି ସକାଳ ୭ ଟା ସମୟରେ ଗାଡ଼ି ର ଆଗ ଚକ ଫାଟି ଯିବା ଫଳରେ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ବରେ ଥିବା ବର ଗଛ ରେ ପିଟି ହୋଇଯାଇଥିଲା। ଗାଡ଼ି ରେ ଥିବା ସମସ୍ତ ୧୦ ଜଣ ଆହତ ହୋଇଥିଲେ। ଗାଁ ର ମୂରବୀ ଓ ବଜାର ସାହି ର ଯୁବକ ମାନେ ଆହତ ମାନଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଅସିତ୍ ସାହୁ ଚିକିତ୍ସା କରିଥିଲେ। ପରେ ସେମାନଙ୍କୁ କଟକ ବଡ ଡାକ୍ତରଖାନାକୁ ନିଆଯାଇଥିଲା। ଘଟଣା ସମ୍ପର୍କରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁଜୟ ପତି ଙ୍କୁ ଅବଗତ କରାଯାଇଅଛି। ଆହତ ମାନେ ହେଲେ ସମ୍ବଲପୁରର ପ୍ରମୋଦ ବିରୁଆ ,ସନ୍ତୋଷ ଭୋଇ , ତୁମାନ ଗୁଡୁ ,ଭାଟିରି ଭୋଇ ,ଦୀୟାନ ଗୌଡ , ଗୁତୁମାନ ଗୌଡ , ମୂର୍ତ୍ତୁମାନ ଭୋଇ ଓ ଦେବେଶ କୁଣ୍ଡୁ । ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

editor jai odisha by editor jai odisha
September 14, 2025
in ଆଞ୍ଚଳିକ
0
ସଡକ ଦୁର୍ଘଟଣାରେ ଯୁବକ ମୃତ
0
SHARES
1
VIEWS
Share on FacebookShare on Twitter
Previous Post

ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

Next Post

ଦୋକାନରେ ପଶିଗଲା ଟ୍ରକ: ଜଣେ ମୃତ, ୪ ଆହତ

editor jai odisha

editor jai odisha

Next Post
ମର୍ମନ୍ତୁଦ ସଡକ ଦୁର୍ଘଟନାରେ ଶଳା-ଭିଣୋଇ ମୃତ

ଦୋକାନରେ ପଶିଗଲା ଟ୍ରକ: ଜଣେ ମୃତ, ୪ ଆହତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In