Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ବାବା ଗୁପ୍ତେଶ୍ଵରଙ୍କ ପୀଠରେ ପଶିଲା କୁକୁର

ଜୟପୁର( ଜୟ ଓଡିଶା) : ବାବା ଗୁପ୍ତେଶ୍ଵରଙ୍କ ପୀଠ ଭିତରକୁ ଦୁଇଟି କୁକୁର ନେବା ଘଟଣାକୁ ନେଇ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଗୁପ୍ତେଶ୍ୱର ଓଡ଼ିଶାର ଏକ ପ୍ରସିଦ୍ଧ ଶୈବପୀଠ ଭାବେ ପରିଚିତ। ଏହା କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ବ୍ଲକ୍ ଅଧୀନ ରାମଗିରି ପର୍ବତର ଏକ ଗୁମ୍ଫାରେ ଅବସ୍ଥିତ। ସେଠାରେ ଶିବ ଲିଙ୍ଗ ବହୁ ପ୍ରାଚୀନ କାଳରୁ ରହିଛି । ଗୁପ୍ତେଶ୍ୱରଙ୍କ ପୀଠ ଭିତରକୁ କଣ ପାଇଁ, କାହା ଅନୁମତିରେ କୁକୁର ନିଆ ଯାଇଥିଲା ତାହା ସ୍ପଷ୍ଟ ହୋଇପାରିନାହିଁ । ମନ୍ଦିରର ବହୁ ମାହାତ୍ମ୍ୟ ରହିଛି। ଗୁପ୍ତେଶ୍ୱରଙ୍କୁ ଦର୍ଶନ କରିବାକୁ ପ୍ରତିଦିନ ଶହ ଶହ ଭକ୍ତ ଆସିଥାନ୍ତି । ଆଜି ଦୁଇ ଜଣ ଭକ୍ତ ମନ୍ଦିରକୁ ଦୁଇଟି ପୋଷା କୁକୁର ନେଇଥିବା ଅଭିଯୋଗ ହୋଇଛି । ତଦନ୍ତ କରି କାର୍ଯ୍ୟାନଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି ।

editor jai odisha by editor jai odisha
May 29, 2025
in ରାଜ୍ୟ
0
ବାବା ଗୁପ୍ତେଶ୍ଵରଙ୍କ ପୀଠରେ ପଶିଲା କୁକୁର
0
SHARES
1
VIEWS
Share on FacebookShare on Twitter
Previous Post

ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ

Next Post

୨ ଆତଙ୍କୀଙ୍କ ଆତ୍ମସମର୍ପଣ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

editor jai odisha

editor jai odisha

Next Post
୨ ଆତଙ୍କୀଙ୍କ ଆତ୍ମସମର୍ପଣ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

୨ ଆତଙ୍କୀଙ୍କ ଆତ୍ମସମର୍ପଣ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In