Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଜାତୀୟ

ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର

ବିହାର( ଏଜେନ୍ସି) : - ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନାର ଗାନ୍ଧୀ ମଇଦାନରେ ଅନୁଷ୍ଠିତ ହେବ ବୋଲି କୁହା ଯାଉଛି । ଏଥିପାଇଁ ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଦିନ ୧୧ ଟାରୁ ୧୨ଟା ମଧ୍ୟରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ ହେବ । ମିଳିଥିବା ସୂତ୍ର ଅନୁସାରେ ଶପଥ ସମାରୋହର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ବୁଧବାର ନୀତିଶ କୁମାର ବିଧାୟକ ଦଳ ନେତା ଭାବରେ ନିର୍ବାଚିତ ହେବେ । ଏଥିପାଇଁ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ କେନ୍ଦ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ ଏବଂ ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।

editor jai odisha by editor jai odisha
November 18, 2025
in ଜାତୀୟ
0
ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର
0
SHARES
1
VIEWS
Share on FacebookShare on Twitter
Previous Post

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର ଡାଉନ୍

Next Post

ମଣିଷ ମୃତ ଶରୀରକୁ ଝୁଣି ଖାଉଛି କୁକୁର

editor jai odisha

editor jai odisha

Next Post
ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ମୃତ୍ୟୁ

ମଣିଷ ମୃତ ଶରୀରକୁ ଝୁଣି ଖାଉଛି କୁକୁର

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In