Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ମାନବ ଚାଲାଣ ରୋକିବା ଏବଂ ଦୁର୍ବଳ ବ୍ୟକ୍ତିମାନଙ୍କୁ ସୁରକ୍ଷା ଦେବାରେ ସମ୍ପ୍ରଦାୟ-ଆଧାରିତ ପ୍ରୟାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

ପାରଳାଖେମୁଣ୍ଡି ତା(ଜୟ ଓଡିଶା) : - ୨୭.୦୭.୨୦୨୫ ରିଖ, ISRD ସଖୀ ୱାନ ଷ୍ଟପ ସେଣ୍ଟର, ଗଜପତି ତରଫରୁ ବିଶ୍ଵ ମାନବ ଚାଲାଣ ପ୍ରତିରୋଧ ଦିବସ ଅବସରରେ ଏକ ଆଲୋଚନା ଚକ୍ର ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ କାର୍ଯକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ଯାଣ ବିଭାଗ ର ଆଞ୍ଚଳିକ ସଂଯୋଜକ ଶ୍ରୀଯୁକ୍ତ ଶ୍ରୀନୀବାସ ପାଣୀଗ୍ରାହୀ ଯୋଗଦେଇ ମାନବ ଚାଲାଣ ବିଷୟରେ ଗ୍ରାମ୍ୟ ସ୍ତରରୁ ସଚେତନତା ସୃଷ୍ଟି କରିବା ଓ ଏହାର ପୀଡିତାଙ୍କ ଅଧିକାରକୁ ସୁରକ୍ଷା ଦେବା ସହ ମାନବ ଚାଲାଣ ରୋକିବା ଏବଂ ଦୁର୍ବଳ ବ୍ୟକ୍ତିମାନଙ୍କୁ ସୁରକ୍ଷା ଦେବାରେ ସମ୍ପ୍ରଦାୟ-ଆଧାରିତ ପ୍ରୟାସର ଭୂମିକାକୁ ଗୁରୁତ୍ୱ ଦେବା ସହ ମାନବ ଚାଲାଣ ବିରୋଧରେ ଲଢ଼ିବା, ବଞ୍ଚିଥିବା ଲୋକଙ୍କୁ ସମର୍ଥନ କରିବା ଏବଂ ଭବିଷ୍ୟତରେ ହେଉଥିବା ପୀଡିତାକୁ ରୋକିବା ପାଇଁ ଗ୍ରାମ୍ୟସ୍ତରୀୟ ପ୍ରୟାସକୁ ଉତ୍ସାହିତ କରିବାକୁ ଆହ୍ଵାନ ଦେଇଥିଲେ | ଉକ୍ତ କାର୍ଯକ୍ରମ ରେ ସମ୍ମାନୀତ ଅତିଥି ଭାବେ ଶ୍ରୀମତୀ ସରଳା ପାତ୍ର, ମହିଳା ସୂରକ୍ଷ୍ୟା ଅଧିକାରୀ; ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ଶିଶୁ ସୁରକ୍ଷ୍ୟା ଅଧିକାର;,ଶ୍ରୀମତୀ ନମୀତା ପାଢୀ, ଜିଲ୍ଲା ନୋଡାଲ ପୋଲିସ ଅଧିକାରିଣୀ ; ଶ୍ରୀମତୀ ଶିବାନୀ ପାଣୀଗ୍ରାହୀ, ଜିଲ୍ଲା ସଂଯୋଜକ,ସ୍ଵୟଂ ପ୍ରକ୍ଲପ,ଶ୍ରୀଯୁକ୍ତ ବିନୋଦ ଜେନା,Retd HM, ଶ୍ରୀଯୁକ୍ତ ବିଚିତ୍ରାନନ୍ଦ ବେବର୍ତା, Retd HM, ଶ୍ରୀଯୁକ୍ତ ପ୍ରୋମୋଦ କୁମାର ପାଢୀ, Retd HM,ଶ୍ରୀମତୀ ସୁଲତାଶୁଭଦର୍ଶିନୀ, ଶିକ୍ଷୟତ୍ରୀ MR Boys High School,ଶ୍ରୀମତୀ ଶୁଭଲକ୍ଷ୍ମୀ ଦାସ, ମହେନ୍ଦ୍ରଗିରି ବିଦ୍ୟାଳୟର ଶିକ୍ଷୟତ୍ରୀ ଯୋଗଦେଇ ମାନବ ଚାଲାଣର ବାସ୍ତବତା, ଏହାର ବିଭିନ୍ନ ରୂପ ଏବଂ ବ୍ୟକ୍ତି ଏବଂ ସମ୍ପ୍ରଦାୟ ଉପରେ ଏହାର ବିନାଶକାରୀ ପ୍ରଭାବ ବିଷୟରେ ଜନସାଧାରଣଙ୍କୁ ସୂଚନା ଦେବା ସହ ପୀଡିତାଙ୍କୁ ସୁରକ୍ଷା ଦେବା ତଥା ନ୍ୟାୟ, ଚିକିତ୍ସା ସେବା ଏବଂ ମାନସିକ ସମର୍ଥନ ପାଇବା ସମେତ ଚାଲାଣ ପୀଡିତାଙ୍କ ସୁରକ୍ଷା ଏବଂ ସମର୍ଥନ ସୁନିଶ୍ଚିତ କରିବା ଏବଂ ମାନବ ଚାଲାଣ ରୋକିବା ତଥା ସୁରକ୍ଷାକୁ ସୁଦୃଢ଼ କରିବା, ଆଇନ ପ୍ରବର୍ତ୍ତନ ପ୍ରୟାସକୁ ବୃଦ୍ଧି କରିବା ଏବଂ ମାନବ ଚାଲାଣର ମୂଳ କାରଣଗୁଡ଼ିକୁ ଖୋଜି ସମାଧାନ କରିବା ଭଳି ପ୍ରତିରୋଧକ ପଦକ୍ଷେପ ଉପରେ ଧ୍ୟାନ ଦେବା ଆବଶ୍ୟକତା ବୋଲି ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭ ରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜଳନ କରାଯାଇଥିଲା | ଶ୍ରୀଯୁକ୍ତ ସୁଧୀର ସାବତ, ନିର୍ଦେଶକ, ଆଇଏସଆରଡ଼ି କାର୍ଯକ୍ରମକୁ ଅଧ୍ୟକ୍ଷତା କରିବା ସହ ମଞ୍ଚ ପରିଚାଳନା କରିଥିବା ବେଳେ ଓ ଶ୍ରୀଯୁକ୍ତ ନାଗେଶ୍ଵର ଚୌଧୁରୀ ସମସ୍ତ ଅତିଥି ମାନଙ୍କୁ ସ୍ଵାଗତ ଜଣIଈଥିଲେ | ଏହି ଦିବସ ପାଳନ ଅବସରରେ ଏବଂ ଅଞ୍ଚଳର ବୁଧିଜୀବୀ , ଜିଲ୍ଲାର ସମସ୍ତ ସ୍କୁଲ, କଲେଜର ର ଶତାଧିକ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ରଚନା, ବକ୍ତୃତା, ଚିତ୍ରାଙ୍କନ, musical ଚେୟାର ଆଦି ପ୍ରତିଯୋଗୀତା କରାଯାଇଥିଲା ଏହି କାର୍ଯକ୍ରମରେ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ISRD ୱାନ ଷ୍ଟପ କେନ୍ଦ୍ରର ମଧୁସ୍ମିତା ପାଢୀ, ସୁନିତା ବେହେରା, ମୋହିନୀ ପ୍ରଧାନ,ଶ୍ରୀଲକ୍ଷ୍ମୀ ପାଣୀଗ୍ରାହୀ, ମୋନାଲିସା ବେହେରା, ହରିକୃଷ୍ଣ ଚୌଧୁରୀ, ଟି ସୁରେଶ କୁମାର, ଦିବ୍ୟ କୁମାର ସୁଆର , ନିରୁପମା ରାଉଳ ଉପସ୍ଥିତ ରହି କାର୍ଯ୍ୟ କ୍ରମଟିକୁ ପରିଚାଳନା କରିବାରେ ସହଯୋଗ କରିଥିଲେ |ପରିଶେସରେ ISRD ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ସଭାଟିକୁ ସାଙ୍ଗ କରିଥିଲେ |

editor jai odisha by editor jai odisha
July 29, 2025
in ଆଞ୍ଚଳିକ
0
ମାନବ ଚାଲାଣ ରୋକିବା ଏବଂ ଦୁର୍ବଳ ବ୍ୟକ୍ତିମାନଙ୍କୁ ସୁରକ୍ଷା ଦେବାରେ ସମ୍ପ୍ରଦାୟ-ଆଧାରିତ ପ୍ରୟାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ
0
SHARES
9
VIEWS
Share on FacebookShare on Twitter
Previous Post

ତ୍ରି-ଦିବସୀୟ ଓଡ଼ିଶୀ ନୃତ୍ୟର କର୍ମଶାଳା ଉଦଯାପିତ

Next Post

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

editor jai odisha

editor jai odisha

Next Post
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In