Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଲ ଲହଡ଼ା( ଜୟ ଓଡିଶା) : - ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଭାରତୀୟ ଜନତା ପାର୍ଟି ପକ୍ଷରୁ " ମା ପାଇଁ ଗଛଟିଏ " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି | ପାଲ ଲହଡ଼ା ବିଧାୟକ ଶ୍ରୀ ଅଶୋକ ମହାନ୍ତିଙ୍କ ନେତୃତ୍ୱରେ ପାଲଲହଡା ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତ , ମନ୍ଦିର, ପଡ଼ିଆ, ମେଡ଼ିକାଲ ଏବଂ ଖାଲି ପଡ଼ିଥିବା ଜାଗାରେ ବୃକ୍ଷ ରୋପଣ କରାଯାଇଛି | ଭାରତୀୟ ଜନତା ପାର୍ଟି ଖମାର ମଣ୍ଡଳ ପକ୍ଷରୁ ଶଂଖମୁର , ବଡ଼ସଡ଼ା, କୁଞ୍ଚାମ, ଆଲୋରି, ମୁଣ୍ଡୁରିବେଡ଼ା , ରଜଡ଼ଙ୍ଗ, ଖମାର, ରୋହିଲା, ଇଂଜିଡି, ଇତ୍ୟାଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପରିମାଣର ବୃକ୍ଷ ରୋପଣ କରାଯାଇଥିଲା | ବିଧାୟକ ଅଶୋକ ମହାନ୍ତିଙ୍କ ସମେତ ଉପଜିଲ୍ଲାପାଳ , ବିଡ଼ିଓ, ତହସିଲଦାର, ଏବଂ ରେଞ୍ଚ ଅଫିସର,ବନବିଭାଗ କର୍ମଚାରୀ ଙ୍କ ସମେତ ଭାରତୀୟ ଜନତା ପାର୍ଟିର ବହୁ ବରିଷ୍ଠ କାର୍ଯକର୍ତ୍ତା ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ | ପରେ ପରେ ବିଧାୟକ ଶ୍ରୀ ମହାନ୍ତି ପ୍ରଧାନ ମନ୍ତ୍ରୀ ଙ୍କ ଜନ୍ମଦିନ ଅବସରରେ ଡାକ୍ତରଖାନା ପରିଦର୍ଶନ ରେ ଆସି ରୋଗୀ ମାନଙ୍କୁ ଫଳ ଓ ଖିର ବଣ୍ଟନ କରିଥିଲେ | ବିଧାୟକଙ୍କ ଆହ୍ୱାନ କ୍ରମେ ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବାପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ | ନିଜ ମାଙ୍କ ନାମରେ ଗୋଟିଏ ଗଛ ଲଗାଇ ପରିବେଶ ସନ୍ତୁଳନ ରକ୍ଷା ପାଇଁ ଆହ୍ବାନ ଦେଇଥିଲେ |

editor jai odisha by editor jai odisha
September 17, 2025
in ରାଜ୍ୟ
0
ମା ପାଇଁ  ଗଛଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ
0
SHARES
21
VIEWS
Share on FacebookShare on Twitter
Previous Post

ଡିଜେକୁ ନା !

Next Post

ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ , ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

editor jai odisha

editor jai odisha

Next Post
ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ , ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ , ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In