Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପାଇଲେ ଲଳିତ ମୋହନ ମିଶ୍ର

ଗଜପତି(ଜୟ ଓଡିଶା) : ଗଜପତି ଜିଲ୍ଲା ମୋହନା ବ୍ଲକ୍ ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଲଳିତ ମୋହନ ମିଶ୍ର, ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ତୃତୀୟ ଭାଷା ନିମନ୍ତେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି । ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟର ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଏବଂ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ ଏବଂ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ମାୟାଧର ସାହୁ ଏବଂ ଅନ୍ଯାନ୍ଯ ଅତିଥିଙ୍କ ଉପସ୍ଥିତରେ ସମ୍ମାନୀତ କରାଯାଇଥିଲା । ଶ୍ରୀ ମିଶ୍ର ଜଣେ କର୍ତ୍ତବ୍ୟନିଷ୍ଠ ତଥା ଛାତ୍ର ଛାତ୍ରୀ ବତ୍ସଳ ଶିକ୍ଷକ ଭାବରେ ସମଗ୍ର ଜିଲ୍ଲାରେ ପରିଚିତ। ସଂସ୍କୃତ ଓ ଓଡିଆ ଭାଷାର ଅଗ୍ରଗତି ତଥା ସହ-ପାଠ୍ଯକ୍ରମ, ଅତିରିକ୍ତ ସହ-ପାଠ୍ଯକ୍ରମ, ବିକଶିତ ଭାରତ କାର୍ଯ୍ୟକ୍ରମ କ୍ଷେତ୍ରରେ ତାଙ୍କର ପାରଦର୍ଶିତା ବେଶ୍ ପ୍ରଶଂସନୀୟ । ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଓ ସଂସ୍କୃତ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଭାଷାକୁ ସହଜ ସରଳ ଓ ବୋଧଗମ୍ୟ କରିବା ତାଙ୍କର ଲକ୍ଷ୍ୟ । ତାଙ୍କର ମାର୍ଗ ଦର୍ଶନରେ ଦୀର୍ଘ ବର୍ଷ ଧରି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ବିଦ୍ୟାଳୟର ଛାତ୍ରୀମାନେ ଶତପ୍ରତିଶତ ଫଳାଫଳରେ ଉନ୍ନିତ ହୋଇଛନ୍ତି । ଏହି ସଫଳତାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ଅନ୍ୟାନ୍ୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶଂସା କରିବା ସହିତ ବିଦ୍ୟାଳୟ ପରିଚାଳନା କମିଟି ଓ ବୁଦ୍ଧିଜୀବୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

editor jai odisha by editor jai odisha
September 5, 2025
in ଆଞ୍ଚଳିକ
0
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପାଇଲେ ଲଳିତ ମୋହନ ମିଶ୍ର
0
SHARES
8
VIEWS
Share on FacebookShare on Twitter
Previous Post

ରେଳ ଉପକରଣ ଚୋରି ଅଭିଯୋଗରେ ୩ ଗିରଫ

Next Post

ମର୍ମନ୍ତୁଦ ଦୁର୍ଘଟଣାରେ ସ୍ୱାମୀ,ସ୍ତ୍ରୀ ସହ ୩ ମୃତ

editor jai odisha

editor jai odisha

Next Post
ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ମୃତ

ମର୍ମନ୍ତୁଦ ଦୁର୍ଘଟଣାରେ ସ୍ୱାମୀ,ସ୍ତ୍ରୀ ସହ ୩ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In