Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ମୌସୁମୀ ଅଧିବେଶନ ପାଇଁ ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ଵର ( ଜୟ ଓଡିଶା) : ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୁଧବାର ପୁଲିସ୍‌ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଅଧିବେଶନ ସମୟରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସୂଚନା ମିଳିଛି। ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ତେବେ କରାଯାଇଥିବା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ଦେଇ ପୁଲିସ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ କହିଛନ୍ତି ଯେ, ସୁରକ୍ଷାକୁ ଦୃଷ୍ଟି ରଖି ୩୦ ପ୍ଲାଟୁନ୍ ପୁଲିସ୍‌ ଫୋର୍ସ ମୁତୟନ କରାଯିବା ସହ ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ଵାର୍ଡ, ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍‌ ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ଗୃହ କିପରି ସୁରୁଖୁରୁରେ ଚାଲିବ , ସେ ନେଇ ମଙ୍ଗଳବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବାଚସ୍ପତି ସବୁ ଦଳର ସହଯୋଗ ଲୋଡିଥିଲେ। ଆଜି ବିଜେଡି, କଂଗ୍ରେସ ଓ ବିଜେପିର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହୋଇଛି। ସୂଚନାଯୋଗ୍ୟ ଆସନ୍ତା ୧୮ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୭ଟି କାର୍ଯ୍ୟ ଦିବସ ରହିଛି।

editor jai odisha by editor jai odisha
September 17, 2025
in ରାଜ୍ୟ
0
ମୌସୁମୀ ଅଧିବେଶନ ପାଇଁ ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ
0
SHARES
1
VIEWS
Share on FacebookShare on Twitter
Previous Post

ସମୁଦ୍ରରେ ବୁଡ଼ିଯିବା ବେଳେ ପର୍ଯ୍ୟଟକ ଉଦ୍ଧାର

Next Post

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

editor jai odisha

editor jai odisha

Next Post
ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In