Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ୪ଦିନ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର( ଜୟ ଓଡିଶା) : ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଥିବାବେଳେ ଅପରାହ୍ଣ ୨ଟାରୁ ପୁଣି ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। କେବଳ ଭୁବନେଶ୍ବର ନୁହେଁ ବରଂ ପାରାଦ୍ବୀପରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ପାରାଦ୍ବୀପରେ ୭୦.୧ମି.ମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ିରେ ୩୬, ଭୁବନେଶ୍ବର ୨.୨, ବାଲେଶ୍ବର ୧.୨ ଏବଂ ଚାନ୍ଦବାଲି ୧.୬ମି.ମି. ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

editor jai odisha by editor jai odisha
October 7, 2025
in ରାଜ୍ୟ
0
ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ୪ଦିନ ବଜ୍ରପାତ ସହ ବର୍ଷା
0
SHARES
1
VIEWS
Share on FacebookShare on Twitter
Previous Post

ଆମ ବସ ଭିତରେ ପଶି ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗୁରୁତର

Next Post

କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ , ବିମାନ ବାତିଲ

editor jai odisha

editor jai odisha

Next Post
କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ , ବିମାନ ବାତିଲ

କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ , ବିମାନ ବାତିଲ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In