Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮

ଭୁବନେଶ୍ବର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮ ଆମ୍ବୁଲାନ୍ସ। ଏହି ଗାଡ଼ି ଆସି ସାରିଥିବା ବେଳେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଏବେ ବି ଦଦରା ଗାଡ଼ି ରାସ୍ତାରେ ଗଡ଼ୁଛି। ବିଶେଷ କରି ବ୍ୟାକଅପ୍‌ ପାଇଁ ଏଗୁଡ଼ିକୁ ବ୍ୟବହାର କରାଯାଉଥିବା ସୂଚନା ମିଳିଛି। ମାଗଣା ରୋଗୀସେବାକୁ ନେଇ ପୂର୍ବ ସରକାରଙ୍କ ସମୟରେ ୧୦୮ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା। ଏହା ବେଶ ଆଦୃତ ହୋଇଥିଲା। ପର୍ଯ୍ୟାୟ କ୍ରମେ ଏଥିରେ ବୃଦ୍ଧି କରାଯାଇଥିଲା। ହେଲେ ପରବର୍ତ୍ତୀ ସମୟରେ ରକ୍ଷଣାବେକ୍ଷଣ ଅଭାବରୁ ଗାଡ଼ି ନଷ୍ଟ ହୋଇ ବାଟରେ ଅଟକୁଥିବା ଘଟଣା ସାମ୍ନାକୁ ଆସୁଥିଲା। କିଛି ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ମଧ୍ୟ ହୋଇଥିଲା। ‌ପ୍ରାୟ ବର୍ଷେ ହେବ ରାଜ୍ୟରେ ୪୨୦ଟି ୧୦୮ ଆମ୍ବୁଲାନ୍ସର ସ୍ଥିତି ବେହାଲ ହୋଇପଡ଼ିଛି। ନିର୍ଦେଶନାମା ଅନୁସାରେ ୫ ବର୍ଷ ପୂରଣ ହୋଇଥିବା ୧୧୨ ଗାଡ଼ିର ଅବଧି ଆସନ୍ତା ୨୦୨୬ ଜାନୁଆରୀ ମଧ୍ୟରେ ଶେଷ ହେବ। ତେଣୁ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଥିବା ଜଣାପଡ଼ିଛି। ଏହି ୪୨୦ଟି ଆମ୍ବୁଲାନ୍ସ ବାଦ ଆଉ ଚାରି ମାସ ପରେ ପୁଣି ୧୧୨ଟି ଆମ୍ବୁଲାନ୍ସ ଅବଧି ଶେଷ ହେବ। ଆସନ୍ତା ମାସରେ ଏହି ସେବାରେ ୨୦୦ଟି ଆମ୍ବୁଲାନ୍ସ ସାମିଲ ହେବ ଏବଂ ପରବର୍ତ୍ତୀ ସମୟରେ ବଳକା ଆମ୍ବୁଲାନ୍ସ ଆସିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ ୮୬୦ଟି ୧୦୮ ଆମ୍ବୁଲାନ୍ସ, ୫୦୦ଟି ଜନନୀ ଏକ୍ସପ୍ରେସ ଏବଂ ୬ଟି ବୋଟ୍ ଆମ୍ବୁଲାନ୍ସ ରୋଗୀ ସେବାରେ ନିୟୋଜିତ ରହିଛି।

editor jai odisha by editor jai odisha
November 30, 2025
in ରାଜ୍ୟ
0
୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
0
SHARES
1
VIEWS
Share on FacebookShare on Twitter
Previous Post

କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର

Next Post

ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି

editor jai odisha

editor jai odisha

Next Post
ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି

ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In