Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି ( ଜୟ ଓଡିଶା) : - ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିଡିଗାଁ ଗ୍ରାମ ପଞ୍ଚାୟତ ସମେତ ହାଡଭାଙ୍ଗି , ଗୋରିବନ୍ଧା ଓ ଶିଆଳି ପଞ୍ଚାୟତର ସମୁଦାୟ ମୋଟ-୨୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୯ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୧୩ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟମା,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ, ତହସିଲଦାର ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

editor jai odisha by editor jai odisha
June 23, 2025
in ଆଞ୍ଚଳିକ
0
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
0
SHARES
1
VIEWS
Share on FacebookShare on Twitter
Previous Post

-ପାରଳାଖେମୁଣ୍ଡି ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Next Post

ଲିଡ୍‌ସ ଟେଷ୍ଟ: ୨ୟ ଇନିଂସରେ ଭାରତର ସଂଘର୍ଷ

editor jai odisha

editor jai odisha

Next Post
ଲିଡ୍‌ସ ଟେଷ୍ଟ: ୨ୟ ଇନିଂସରେ ଭାରତର ସଂଘର୍ଷ

ଲିଡ୍‌ସ ଟେଷ୍ଟ: ୨ୟ ଇନିଂସରେ ଭାରତର ସଂଘର୍ଷ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In