Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଗଜପତି ଜିଲ୍ଲା ଭିଜନ ଡକ୍ୟୁମେଣ୍ଟ ୨୦୩୬, ନାଗରିକ ମଞ୍ଚର ଆଲୋଚନାଚକ୍ର ଅନୁଷ୍ଠିତ

ଗଜପତି( ଜୟ ଓଡିଶା) : - -ଗଜପତି ଜିଲ୍ଲା ନାଗରିକ ମଞ୍ଚ ଆନୁକୂଲ୍ୟରେ ଏକ ଆଲୋଚନାଚକ୍ର ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।ଶାରଳା ଦେବ ପଟ୍ଟନାୟକ, ଅଶ୍ୱିନୀ କୁମାର ପାଢୀ, ଉପାନ୍ତ ପ୍ରହରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ମଞ୍ଚାସିନ ଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ର,ଅଧ୍ୟାପକ,ଶିକ୍ଷକ,ଆଇନଜୀବୀ, କୃଷକ,ଶ୍ରମିକ,ବ୍ୟାଙ୍କକର୍ମଚାରୀ, ବ୍ୟବସାୟୀ, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ,ସାହିତ୍ୟିକ,ଗବେଷକ, ଐତିହାସିକ,ସମାଜସେବୀ ,ସାମ୍ବାଦିକ ଇତ୍ୟାଦି ସବୁ ବର୍ଗର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।ଓଡ଼ିଶା ସରକାର ପ୍ରସ୍ତୁତ କରିଥିବା ଭିଜନ ଡକ୍ୟୁମେଣ୍ଟ 2036 ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାର ସମ୍ଭାବ୍ୟ ବିକାଶ ଦୃଶ୍ୟପଟ କିପରି ରହିବା ଆବଶ୍ୟକ ତାହାର ଉଲ୍ଲେଖ ସହିତ ସମସ୍ତଙ୍କ ସହମତିରେ ଏକ ଦାବି ତାଲିକା ପ୍ରସ୍ତୁତ କରାଯାଇଛି।କୃଷି, ଜଳ ସେଚନ,ପର୍ଯ୍ୟଟନ, ଗମନାଗମନ, ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ସହ ପାରଳାଖେମୁଣ୍ଡିର ସାମଗ୍ରିକ ବିକାଶକୁ ନେଇ ଏକ ଦାବୀ ପ୍ରସ୍ତୁତ କରାଯାଇଛି।ଏଥିରେ କାର୍ଯ୍ୟ କାରିତା ପାଇଁ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ 31 ଜଣିଆ କାର୍ଯ୍ୟ ନିର୍ବାହୀକା ସମିତି ଗଠନ କରାଯାଇ ଥିବା ଜଣାଯାଏ।ଏହି ସମିତି ଆବଶ୍ୟକୀୟ ସ୍ୱତନ୍ତ୍ର ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରି ସରକାରଙ୍କ ସହ ସଂଯୋଗ ରକ୍ଷା ଓ ସହଯୋଗ ପୂର୍ବକ ସମସ୍ତ ବିହିତ ପଦକ୍ଷେପ ନେବାକୁ ସଭାରେ ନିଷ୍ପତ୍ତି ନିଆଯାଇଛି।ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ ବିଚିତ୍ରା ନନ୍ଦ ବେବର୍ତ୍ତା ଓ ଶିକ୍ଷା ବିତ ଶ୍ୟାମ ସୁନ୍ଦର ଗନ୍ତାୟତ ସଂଯୋଜନା କରିଥିଲେ। ଗଜପତିରୁ ବିବେକାନନ୍ଦ ବେହେରା ।

editor jai odisha by editor jai odisha
June 29, 2025
in ଆଞ୍ଚଳିକ
0
ଗଜପତି ଜିଲ୍ଲା ଭିଜନ ଡକ୍ୟୁମେଣ୍ଟ ୨୦୩୬, ନାଗରିକ ମଞ୍ଚର ଆଲୋଚନାଚକ୍ର ଅନୁଷ୍ଠିତ
0
SHARES
1
VIEWS
Share on FacebookShare on Twitter
Previous Post

ଜିଲ୍ଲାସ୍ତରୀୟ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

Next Post

ଶରଧାବାଲି ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ଗଜପତି ମହାରାଜ

editor jai odisha

editor jai odisha

Next Post
ଶରଧାବାଲି ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ଗଜପତି ମହାରାଜ

ଶରଧାବାଲି ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ଗଜପତି ମହାରାଜ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In