Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜନୀତି

ଲୋକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ : ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର( ଜୟ ଓଡିଶା) : ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଚରମ ବିଶୃଙ୍ଖଳତା ଓ ଶ୍ରଦ୍ଧାଳୁମାନଙ୍କ ମୃତ୍ୟୁ ସମ୍ବାଦ ମୋତେ ଭୀଷଣ ଆଘାତ ଦେଇଛି। ଯେଉଁ ଶ୍ରଦ୍ଧାଳୁମାନଙ୍କ ମୃତ୍ୟୁ ଘଟିଲା, ସେମାନଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବାକୁ ମୋର ଭାଷା ନାହିଁ। ଭକ୍ତମାନେ କାହିଁ କେତେ ଦୂରରୁ କଷ୍ଟ ସ୍ବୀକାର କରି ରଥରେ ତିନିଠାକୁରଙ୍କୁ ଦର୍ଶନ କରିବାକୁ ଆସିଥିଲେ। ସେମାନଙ୍କୁ ଶୃଙ୍ଖଳିତ ଭାବେ ଦର୍ଶନ କରାଇବାକୁ ସରକାର ଅକ୍ଷମ ହେବା ଜାଣି ମୁଁ ଆଶ୍ଚର୍ଯ୍ୟ ହେଉଛି। ବହୁ ଆଡମ୍ବରେ ଲଘୁକ୍ରିୟା ବୋଲି କହି ଶରଧାବାଲି ଅଘଟଣ ମାମଲାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ସେ ଆହୁରି କହିଛନ୍ତି, ସରକାର ଅନଭିଜ୍ଞ। କିନ୍ତୁ ବ୍ୟବସ୍ଥା ତ ଅନଭିଜ୍ଞ ନୁହେଁ। ସେହି ବ୍ୟବସ୍ଥାରେ ସମନ୍ବୟ ରକ୍ଷା କରି ପ୍ରତିବର୍ଷ ଶୃଙ୍ଖଳାର ସହ ମହାପ୍ରଭୁଙ୍କ ରଥ ଯାତ୍ରା ସଂପନ୍ନ ହୁଏ। ଚଳିତ ଥରର ଏପରି ଅବ୍ୟବସ୍ଥା ଓ ଅଘଟଣ ଦର୍ଶାଉଛି ସରକାରଙ୍କର ବିଭିନ୍ନ ବିଭାଗ ଭିତରେ ସମନ୍ବୟ ନାହିଁ। କେହି କାହାକୁ ମାନିବା ଅବସ୍ଥାରେ ନାହାନ୍ତି। ଯାହାର ଫଳସ୍ୱରୂପ ତିନୋଟି ଅମୂଲ୍ୟ ଜୀବନ ଗଲା ଓ ଅନେକ ଲୋକ ଭୀଷଣ ଭାବେ ଆହତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ନିରଞ୍ଜନ କହିଛନ୍ତି, ସରକାରଙ୍କ କୁପରିଚାଳନା ଯୋଗୁଁ ବାରବାଟୀରେ କ୍ରିକେଟ ଖେଳବେଳେ ଆମ ରାଜ୍ୟର ଦୁର୍ନାମ ହୋଇଥିଲା। ଏବେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଭକ୍ତ ମୃତାହତ ଯୋଗୁଁ ଆମେ ସାର ବିଶ୍ବରେ ନିନ୍ଦିତ ହେଲୁ। ଏଥିପାଇଁ ସରକାର ଉତ୍ତରଦାୟୀ ହୋଇ ଓଡ଼ିଶାର ଜନସାଧାରଣଙ୍କୁ କ୍ଷମାମାଗିବା ପରିବର୍ତେ ରାଜନୈତିକ ବୟାନ ଦେବା ଅତ୍ୟନ୍ତ ଦୁଃଖ ଦାୟକ। ପ୍ରଥମେ ସରକାରର ମୁଖ୍ୟ ଜଗନ୍ନାଥଙ୍କ ପାଖରେ ନିଜର କୁପରିଚାଳନା ଓ ଅହଂକାର ଯୋଗୁଁ କ୍ଷମା ମାଗିବାରୁ ତାଙ୍କୁ ଧନ୍ୟବାଦ କିନ୍ତୁ ଆଗାମୀ ଦିନରେ ବାହୁଡାଯାତ୍ରାଠାରୁ ଆରମ୍ଭ କରି ସୁନାବେଶ ପର୍ଯ୍ୟନ୍ତ ପ୍ରତ୍ୟେକ କାର୍ଯ୍ୟରେ କିପରି ଶୃଙ୍ଖଳା ରକ୍ଷା କରାଯାଇପାରିବ, ସେ ସଂପର୍କରେ ଅଭିଜ୍ଞ ଲୋକଙ୍କ ସହ ଆଲୋଚନା ନ’କଲେ ଓଡିଶାବାସୀ ଆହୁରି ଦୁଃଖ ପାଇବେ। ଏହି ଘଟଣାର ତୁରନ୍ତ ବିଚାର ବିଭାଗୀୟ ତଦନ୍ତ କରନ୍ତୁ। ନ’ହେଲେ ମହାମାରୀ ହଇଜାର କଳଙ୍କ ମୁଣ୍ଡାଇଥିବା ଏ ସରକାର ଆହୁରି ଅନେକ ବିପଦରେ ଓଡ଼ିଶା ଲୋକଙ୍କୁ ହନ୍ତସନ୍ତ କରିବ।

editor jai odisha by editor jai odisha
June 29, 2025
in ରାଜନୀତି
0
ଲୋକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ : ନିରଞ୍ଜନ ପଟ୍ଟନାୟକ
0
SHARES
1
VIEWS
Share on FacebookShare on Twitter
Previous Post

ଓଡ଼ିଶା ରାଜସ୍ୱ ଅମଲା ସଙ୍ଘ ଗଜପତି ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

Next Post

ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହ କଥା ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

editor jai odisha

editor jai odisha

Next Post
ରଥଟଣା ବିଳମ୍ବ: ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହ କଥା ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In