Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହ କଥା ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ଵର( ଜୟ ଓଡିଶା) : ପୁରୀ ଶରଧାବାଲିରେ ଦଳାଚକଟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହ କଥା ହୋଇଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ରବିବାର ମୁମ୍ବଇରୁ ଫୋନ୍ ଯୋଗେ କଥା ହୋଇଛନ୍ତି ନବୀନ। ଏହି ଅଘଟଣରେ ପ୍ରାଣ ହରାଇଥିବା ଜୟଦେବ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଅଠାନ୍ତର ଗ୍ରାମର ପ୍ରଭାତୀ ଦାସଙ୍କ ପୁଅ ଆୟୁଷ ଦାସଙ୍କ ସହିତ ମୁମ୍ବଇରୁ ଫୋନ୍ ଯୋଗେ କଥା ହୋଇଛନ୍ତି ନବୀନ। ଶୋକ ବ୍ୟକ୍ତ କରିବାସହ ସେ ଗଭୀର ସମବେଦନା ଜଣାଇଛନ୍ତି। ଏଥିସହ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅନ୍ତର୍ଗତ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁ(୩୬)ଙ୍କ ସ୍ଵାମୀ ଦିଲ୍ଲୀପ କୁମାର ସାହୁଙ୍କ ସହ ମଧ୍ୟ ନବୀନ ଫୋନ୍‌ ଯୋଗେ କଥା ହୋଇଛନ୍ତି। ସ୍ଵର୍ଗଦ୍ଵାରରେ ନବୀନଙ୍କ ସହ କଥା ହୋଇଛନ୍ତି ଦିଲ୍ଲୀପ। ଭୋ ଭୋ ହୋଇ କାନ୍ଦି ନବୀନଙ୍କ ଆଗରେ ଦୁଃଖ ବଖାଣିଛନ୍ତି ଦିଲ୍ଲୀପ ।

editor jai odisha by editor jai odisha
June 29, 2025
in ରାଜ୍ୟ
0
ରଥଟଣା ବିଳମ୍ବ: ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
0
SHARES
1
VIEWS
Share on FacebookShare on Twitter
Previous Post

ଲୋକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ : ନିରଞ୍ଜନ ପଟ୍ଟନାୟକ

Next Post

ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ

editor jai odisha

editor jai odisha

Next Post
ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ

ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In