Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି( ଜୟ ଓଡିଶା) : - ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ବୋମିକା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୋମିକା ଗ୍ରାମ ପଞ୍ଚାୟତ ସମେତ କଣ୍ଟରାଗଡ , ମଧୁସୂଦନପୁର ଓ ମାଛମାରା ପଞ୍ଚାୟତର ସମୁଦାୟ ମୋଟ-୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୫ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଗୋଟି ଅଭିଯୋଗ ଆସିଥିଲା ,ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ,ତହସିଲଦାର ଶ୍ରୀ ନାରାୟଣ ବେହେରା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ ।

editor jai odisha by editor jai odisha
July 1, 2025
in ଆଞ୍ଚଳିକ
0
ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
0
SHARES
2
VIEWS
Share on FacebookShare on Twitter
Previous Post

ଜମିଜମା ବିବାଦରୁ ହତ୍ୟାକାଣ୍ଡ,

Next Post

ଜୁଲାଇ ୯ ଦେଶବ୍ୟାପୀ ହରତାଳ ପାଇଁ ଗଜପତି ଜିଲ୍ଲା ଏଆଇଟିୟୁସି ବୈଠକ ଅନୁଷ୍ଠିତ

editor jai odisha

editor jai odisha

Next Post
ଜୁଲାଇ ୯ ଦେଶବ୍ୟାପୀ ହରତାଳ ପାଇଁ ଗଜପତି ଜିଲ୍ଲା ଏଆଇଟିୟୁସି ବୈଠକ ଅନୁଷ୍ଠିତ

ଜୁଲାଇ ୯ ଦେଶବ୍ୟାପୀ ହରତାଳ ପାଇଁ ଗଜପତି ଜିଲ୍ଲା ଏଆଇଟିୟୁସି ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In