Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ସୁସ୍ଥ ହୋଇ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର(ଜୟ ଓଡିଶା) : ଆଜି ମୁମ୍ବାଇରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର କରି ସଂପୂର୍ଣ୍ଣ ସୁସ୍ଥ ହେବା ପରେ ଓଡ଼ିଶା ଫେରିଛନ୍ତି । ନବୀନଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ବିଜେଡି କର୍ମୀଙ୍କ ଭିଡ ଜମିଥିଲା । ଜୁନ ୨୦ରେ ନବୀନ ମୁମ୍ବାଇ ଯାଇଥିବା ବେଳେ ଜୁନ୍‍ ୨୨ରେ କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କ ଅସ୍ତ୍ରୋପଚାର ହୋଇଥିଲା । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରି ହଜାର ହଜାର ପ୍ରଶଂସକ ତାଙ୍କ ପାଇଁ ପ୍ରାର୍ଥନା କରିଥିଲେ । ଓଡ଼ିଶାରେ କ୍ଷମତାରେ ନଥାଇ ମଧ୍ୟ ନବୀନ ସର୍ବଦା ଲୋକଙ୍କ ପାଖରେ ପ୍ରିୟ ନେତା ହୋଇ ରହିଛନ୍ତି ।

editor jai odisha by editor jai odisha
July 12, 2025
in ରାଜ୍ୟ
0
ସୁସ୍ଥ ହୋଇ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
0
SHARES
1
VIEWS
Share on FacebookShare on Twitter
Previous Post

ବିଜେଡିର ବରିଷ୍ଠ ନେତାଙ୍କ ଗୁମର ଖୋଲିଲେ ଅର୍ଚ୍ଚନା ନାଗ

Next Post

କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ

editor jai odisha

editor jai odisha

Next Post
କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ

କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In