Jai Odisha
Sunday, November 30, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

୩ ମାସରେ ଇ-କେୱାଇସି ନକେଲ କଟାଯିବ ରାସନ କାର୍ଡ

ଭୁବନେଶ୍ବର( ଜୟ ଓଡିଶା) : ରାଜ୍ୟରେ ରାସନ କାର୍ଡ ପାଇବା ପାଇଁ ୨୦ଲକ୍ଷ ୫୮ହଜାର ଲୋକ ଇ-କେୱାଇସି କରିନାହାଁନ୍ତି । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଇ-କେୱାଇସି କରିନଥିବା ଲୋକଙ୍କ ଚାଉଳ ବନ୍ଦ କରାଯାଇଛି । ଆସନ୍ତା ୩ମାସ ଭିତରେ ଇ-କେୱାଇସି ନକଲେ ସେମାନଙ୍କ କାର୍ଡ କଟାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଯଦି ଚାଉଳ ମିଳୁନାହିଁ ସେମାନେ ଯଥାଶୀଘ୍ର ଇ-କେୱାଇସି ଅପଡେଟ୍‍ କଲେ ସରକାର ଚାଉଳ ଦେବେ । ୩ମାସ ପର୍ଯ୍ୟନ୍ତ ସରକାର ଅପେକ୍ଷା କରିବେ, ସେହି ସମୟରେ କାର୍ଡ ଗୁଡିକ ସସପେଣ୍ଡ ଅବସ୍ଥାରେ ରହିବ । ୩ମାସରେ ଇ-କେୱାଇସି ନକଲେ କାର୍ଡ କାଟିଦେବେ ସରକାର । ଏହାସହିତ ନେଟୱାର୍କ ନଥିବା ଜିଲାମାନଙ୍କରେ ନେଟୱାର୍କ ବ୍ୟବସ୍ଥା କରାଯାଇଛି । ୫ବର୍ଷରୁ ଅଧିକ ବୟସ ପିଲାମାନେ ରାସନ କାର୍ଡରେ ସାମିଲ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

editor jai odisha by editor jai odisha
July 15, 2025
in ରାଜ୍ୟ
0
୩ ମାସରେ ଇ-କେୱାଇସି ନକେଲ କଟାଯିବ ରାସନ କାର୍ଡ
0
SHARES
1
VIEWS
Share on FacebookShare on Twitter
Previous Post

ରାଜ୍ୟସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତା : ପାୟଲଙ୍କ ସ୍ବର୍ଣ୍ଣ, କଳ୍ପଜିତଙ୍କୁ ରୌପ୍ୟ

Next Post

ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା

editor jai odisha

editor jai odisha

Next Post
ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା

ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In