Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ବୁଣାକାର ଶ୍ରମିକଙ୍କ ଭତ୍ତା ବୃଦ୍ଧି କଲେ ମୋହନ ସରକାର

ଭୁବନେଶ୍ୱର( ଜୟ ଓଡିଶା) : ବୁଣାକାର ଶ୍ରମିକଙ୍କୁ ରାଜ୍ୟ ସରକାରଙ୍କ ଭେଟି । ବୁଣାକାର ଶ୍ରମିକଙ୍କ ଭତ୍ତା ବଢାଇଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ଖବର ସାମ୍ନାକୁ ଆସିଛି। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି କରାଯାଇଥିବା ବେଳେ ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାରକୁ ବୃଦ୍ଧି କରାଯାଇଛି। ସୂଚନାନୁଯାୟୀ, ଶୁକ୍ରବାର ଲୋକସେବା ଭବନରେ ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ୬ଟି ଟେକ୍ସଟାଇଲ୍‍ ପାର୍କର ଉଦଘାଟନ କରିଛନ୍ତି । ବଲାଙ୍ଗିର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ, ଗଞ୍ଜାମରେ ଟେକ୍ସଟାଇଲକ ପାର୍କ ହେବ । ରାଜ୍ୟରେ ୧୦ହଜାର କୋଟିର ପୁଞ୍ଜି ନିବେଶ ଆଶା ରହିଥିବା ବେଳେ ୨୫ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାସହିତ ବୟନ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ଆମର ଲକ୍ଷ୍ୟ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶାର ବସ୍ତ୍ର ପୂରା ଦେଶରେ ପହଞ୍ଚାଇବାକୁ ହେବ । ଏଥିପାଇଁ ୩୩ଏମଓୟୁ ସ୍ୱାକ୍ଷରିତ, ୭୮୦୮କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ୫୩ହଜାର ୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

editor jai odisha by editor jai odisha
July 25, 2025
in ରାଜ୍ୟ
0
ବୁଣାକାର ଶ୍ରମିକଙ୍କ ଭତ୍ତା ବୃଦ୍ଧି କଲେ ମୋହନ ସରକାର
0
SHARES
1
VIEWS
Share on FacebookShare on Twitter
Previous Post

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌

Next Post

ମର୍ମନ୍ତୁଦ ସଡକ ଦୁର୍ଘଟନାରେ ଶଳା-ଭିଣୋଇ ମୃତ

editor jai odisha

editor jai odisha

Next Post
ମର୍ମନ୍ତୁଦ ସଡକ ଦୁର୍ଘଟନାରେ ଶଳା-ଭିଣୋଇ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟନାରେ ଶଳା-ଭିଣୋଇ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In