Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜନୀତି

କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

କେନ୍ଦ୍ରାପଡା( ଜୟ ଓଡିଶା) : କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା ତେବେ ଆଜି ସେ ଛାତ୍ରୀ ଜଣକ ଜୀବିତ ରହିଥାନ୍ତେ । ପୁଲିସ ପାଖକୁ ଏଲତଲା ଦେବାକୁ ଯାଇଥିବା ବେଳେ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ ନେଇ ଅଶ୍ଳୀଳ ଭିଡ଼ିଓ ଡିଲିଟ କରିବାକୁ ଓ ମୋବାଇଲ୍‍ ଅଫ୍‍ କରିବାକୁ କହି ଚୁପ୍‍ ବସିଥିଲେ । ପ୍ରଥମରୁ ଆକ୍ସନ ନେଇଥାନ୍ତେ ତେବେ ଏତେ ବଠ ଅଘଟଣ ଘଟିନଥାନ୍ତା । ଘଟଣା ପାଇଁ ପୁଲିସ ପ୍ରଶାସନକୁ ଦାୟୀ କରିଛି ବିଜେଡି । ଏହାସହିତ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ପାଇଁ ରାଜ୍ୟ ସରକାର ଦାୟୀ । ବର୍ତ୍ତମାନ ଚାରିଆଡେ ନାରୀ ହିଂସା, ଦୁଷ୍କର୍ମ ମାମଲା ବଢିଛି । ଏଥିରୁ ଜଣାପଡୁଛି ଯେ ରାଜ୍ୟରେ ଆଇନଶୃଙ୍ଖଳା ନାହିଁ । ପୁଲିସ ଅପାରଗ ପାଲଟିଛି । ଉପଯୁକ୍ତ ପଦକ୍ଷେପ ଗ୍ରହଣ କରି ଲୋକଙ୍କୁ ସୁରକ୍ଷା ଦେବାକୁ ବିଜେଡି ଦାବି କରିଛି ।

editor jai odisha by editor jai odisha
August 7, 2025
in ରାଜନୀତି
0
କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି
0
SHARES
1
VIEWS
Share on FacebookShare on Twitter
Previous Post

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାପ-ଝିଅ ମୃତ

Next Post

ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

editor jai odisha

editor jai odisha

Next Post
ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In