Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅନ୍ତର୍ଜାତୀୟ

ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩୪୪କୁ ବୃଦ୍ଧି

ପାକିସ୍ତାନ(ଏଜେନ୍ସି) : - ପାକିସ୍ତାନର ଉତ୍ତରାଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୩୪୪ରେ ପହଞ୍ଚିଛି। ଉତ୍ତରାଞ୍ଚଳର ଏକାଧିକ ଜିଲା ବାଦଲଫଟା ବର୍ଷା ଏବଂ ବନ୍ୟା ଯୋଗୁ ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ବହୁ ଘର, ରାସ୍ତା ଏବଂ ଗାଁ ବନ୍ୟାରେ ଭାସିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଜାରି ରହିଥିବାବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଶନିବାର ଉଦ୍ଧାରକାର୍ଯ୍ୟ ପାଇଁ ଯାଉଥିବା ଏକ ହେଲିକପ୍ଟର ଖରାପ ପାଗ ଯୋଗୁ ଦୁର୍ଘଟଣାଗ୍ରସ୍ତ ହେବାରୁ ସେଥିରେ ଥିବା ୫ ଜଣଙ୍କର ମୃତ୍ୟୁ ହୋଇଛି। ବିଭିନ୍ନ ଜିଲାକୁ ସଂଯୋଗ କରୁଥବା ରାସ୍ତାଘାଟ ଧୋଇଯାଇଥିବାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହୋଇଛି। ପ୍ରାଣ ହରାଇଥିବା ୩୪୪ ଜଣଙ୍କ ମଧ୍ୟରୁ ଖାଇବର ପଖତୁନଖ୍ବା ପ୍ରଦେଶରେ କେବଳ ୩୨୮ ମୃତକଙ୍କ ମୃତଦେହ ଉଦ୍ଧାର ହୋଇଛି। ୧୨୦ରୁ ଅଧିକ ଲୋକ ଆହତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ବହୁ ଲୋକ ନିଖୋଜ ରହିଛନ୍ତି। ସ୍ଵାତ, ଶାଙ୍ଗଲା, ମନଶେରା, ବାଜଉର ଏବଂ ବାତ୍ତାଗ୍ରାମକୁ ବିପର୍ଯ୍ୟୟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ୯ଟି ଜିଲାରେ ଉଦ୍ଧାର କାର୍ଯ୍ୟ ପାଇଁ ୨୦୦୦ ଉଦ୍ଧାରକାରୀଙ୍କୁ ନିୟୋଜିତ କରାଯାଇଛି।

editor jai odisha by editor jai odisha
August 16, 2025
in ଅନ୍ତର୍ଜାତୀୟ
0
ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩୪୪କୁ ବୃଦ୍ଧି
0
SHARES
1
VIEWS
Share on FacebookShare on Twitter
Previous Post

ପାରଳାଖେମୁଣ୍ଡି ଠାରେ ଥିବା ଜଗନ୍ନାଥ ମନ୍ଦିରରେ ଭକ୍ତଙ୍କ ସମାଗମ

Next Post

ଜମ୍ମୁ-କାଶ୍ମୀର ବାଦଲଫଟା ବର୍ଷା ; ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି

editor jai odisha

editor jai odisha

Next Post
ଜମ୍ମୁ-କାଶ୍ମୀର ବାଦଲଫଟା ବର୍ଷା ; ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି

ଜମ୍ମୁ-କାଶ୍ମୀର ବାଦଲଫଟା ବର୍ଷା ; ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In