Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ଜାତୀୟ ସ୍ତରୀୟ ଅଧ୍ୟାପକ ପ୍ରଶିକ୍ଷଣ କାର୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି(ଜୟ ଓଡିଶା) : ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ଓ ଜାତୀୟ ପ୍ରଯୁକ୍ତି ମହାବିଦ୍ୟାଳୟ (ଏନ୍‌.ଆଇ.ଟି) ପଟନା ଙ୍କ ମିଳିତ ଆୟୋଜନରେ “Next Generation wireless communication and Energy Harvesting Technologies” ବିଷୟରେ ଜାତୀୟ ସ୍ତରୀୟ ଅଧ୍ୟାପକ ପ୍ରଶିକ୍ଷଣ କାର୍ୟକ୍ରମ (ଏଫ୍‌.ଡି.ପି) ଅଗଷ୍ଟ ୧୮ ରେ ଉଦ୍ଘାଟନ ହୋଇ ଯାଇଅଛି । ଉକ୍ତ କାର୍ଯ୍ୟକ୍ରମ ଦୁଇ ସପ୍ତାହବ୍ୟାପୀ ଅନୁଷ୍ଠିତ ହୋଇ ୨୯ ରେ ଉଦଯାପନ ହେବାର କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି। ଉଦ୍‌ଘାଟନୀ ଅବସରରେ ପ୍ରଫେସର ପି.କେ. ଜେନ୍‌, ନିର୍ଦ୍ଦେଶକ, ଏନ୍‌.ଆଇ.ଟି ପଟନା ଏବଂ ପ୍ରଫେସର ସୁପ୍ରିୟା ପଟ୍ଟନାୟକ, ଉପକୁଳପତି, ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ, ଇଂଜିନିୟରିଂ ବିଭାଗର ଡିନ ଉପସ୍ଥିତ ଥିଲେ। ଆଇ.ଆଇ.ଟି, ଏନ୍‌.ଆଇ.ଟି, ଆଇ.ଆଇ.ଏସ୍‌.ସି, ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଶିଳ୍ପଜଗତର ବିଶେଷଜ୍ଞମାନେ ୫ଜି/୬ଜି ପ୍ରଣାଳୀ, ଆଇଓଟି, ଆର୍‌.ଏଫ୍‌ ଏନର୍ଜି ହାର୍ଭେଷ୍ଟିଂ ଏବଂ ସ୍ମାର୍ଟ୍‌ ଯୋଗାଯୋଗ ପ୍ରଣାଳୀ ସମ୍ପର୍କିତ ବିଷୟରେ ବ୍ୟାପକ ଆଲୋଚନା କରିଥିଲେ। ଏହା ସହ MATLAB, Simulink, HFSS, CST ପରି ସାଧନ ବ୍ୟବହାର କରି ପ୍ରାୟୋଗିକ ପ୍ରଶିକ୍ଷଣ ଦିଆଯାଇଥିଲା। ଏହି ଆଲୋଚନାରେ ଜାତୀୟ ଓ ରାଜ୍ୟ ସ୍ତରରେ ସୁପ୍ରସିଦ୍ଧ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଓ ଗବେଷକମାନେ ଅଂଶଗ୍ରହଣ କରିଥିଲେ। ଏହି କାର୍ୟକ୍ରମ ନିଶ୍ଚିତ ଭାବରେ ଜ୍ଞାନ ବିତରଣ ଓ ଆଲୋଚନା କ୍ଷେତ୍ରରେ ଏକ ଉଚ୍ଚ ମାନଦଣ୍ଡ ସୃଷ୍ଟି କରିଛି ବୋଲି ମତାମତ ପ୍ରକାଶ ପାଇଛି। ଆୟୋଜକମାନେ କହିଛନ୍ତି ଯେ ଆଗାମୀଦିନରେ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ଏପରି ଆହୁରି ଅନେକ କାର୍ୟକ୍ରମ ଆୟୋଜନ କରିବାକୁ ପ୍ରତିବଦ୍ଧ।

editor jai odisha by editor jai odisha
August 18, 2025
in ଆଞ୍ଚଳିକ
0
ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ଜାତୀୟ ସ୍ତରୀୟ ଅଧ୍ୟାପକ ପ୍ରଶିକ୍ଷଣ କାର୍ୟକ୍ରମ ଅନୁଷ୍ଠିତ
0
SHARES
13
VIEWS
Share on FacebookShare on Twitter
Previous Post

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Next Post

ଅଷ୍ଟମ ଦିନରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା ସଂଘର ପ୍ରତିବାଦ

editor jai odisha

editor jai odisha

Next Post
ଅଷ୍ଟମ ଦିନରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା  ସଂଘର  ପ୍ରତିବାଦ

ଅଷ୍ଟମ ଦିନରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା ସଂଘର ପ୍ରତିବାଦ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In