Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଅଷ୍ଟମ ଦିନରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା ସଂଘର ପ୍ରତିବାଦ

ଗଜପତି(ଜୟ ଓଡିଶା) -ଗଜପତି ଜିଲ୍ଲା ବହୁ ପ୍ରତୀକ୍ଷିତ ଦଶ ଦଫା ଦାବୀ ପୁରଣ କରିବାରେ ରାଜ୍ଯ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ପ୍ରକାରେ ତା ୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରାଜସ୍ବ ଅମଲାମାନେ ସାମୁହିକ ଛୁଟିରେ ରହିବା ପରିପେକ୍ଷିରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା ମଧ୍ୟ ସାମୁହିକ ଛୁଟିରେ ଅଛନ୍ତି ଆଜି ଅଷ୍ଟମ ଦିନରେ ପହଞ୍ଚିଛି। ପ୍ରକାଶ ଥାଉକି ଗତ ୮ ତାରିଖ ଦିନ ରାଜସ୍ୱ ଅମଲା ମାନେ ନିଜ ନିଜ ଅଧିକାରୀଙ୍କୁ ସମୁହ ଛୁଟି ଦରଖାସ୍ତ ପ୍ରଦାନ କରିଛନ୍ତି l ଯେତେ ଦିନ ପର୍ଯ୍ୟନ୍ତ ରାଜ୍ୟ ସରକାର ଦାବୀ ପୂରଣ କରି ବିଜ୍ଞପ୍ତି ପ୍ରକାଶ କରିବେ ନାହିଁ ସେତେ ଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି l ଏହି ଆନ୍ଦୋଳନ ସମୟରେ ଜନ ସାଧାରଣଙ୍କ ଯାହା ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ରାଜ୍ଯ ସରକାର ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ସଂଘର କର୍ମକର୍ତ୍ତା ମତ ପ୍ରକାଶ କରିଛନ୍ତି। କିନ୍ତୁ, ଅଗଷ୍ଟ ୧୦ ତାରିଖ ସୁଦ୍ଧା ରାଜ୍ଯ ସରକାର ରାଜସ୍ବ ଅମଲା ମାନଙ୍କର ଦାବିଗୁଡିକୁ ପୂରଣ କରିବା ତ ଦୂରର କଥା, ସେମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିବା ସହ ସେମାନଙ୍କୁ ପ୍ରବଳ ଆଘାତ ଦେବା ଭଳି ରାଜସ୍ବ ସେବା ପଦ୍ଧତିରେ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ପଦୋନ୍ନତିକୁ ୪୦% ରୁ ୩୩% କରିବା ସହ ଲେବେଲ-୯ ରେ ଜଣେ ଜିଲ୍ଲା ସ୍ତରୀୟ ରାଜସ୍ୱ କର୍ମଚାରୀ ୬ ବର୍ଷ ଦରମା ପାଇଲେ ଯୋଗ୍ୟ ହେବ ବୋଲି ନିର୍ଦ୍ଦେଶାନାମା ଜାରି କରିଥିଲେ। ଯାହା ଫଳରେ ସମସ୍ତ ରାଜସ୍ବ ଅମଲାମାନଙ୍କ ମଧ୍ଯରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରକାଶ ଥାଉକି, ଜିଲ୍ଲା ସ୍ତରୀୟ ରାଜସ୍ୱ ଅମଲା ମାନଙ୍କ ପଦବୀ ପୁନର୍ଗଠନ ଆଳରେ ବର୍ଷ ବର୍ଷ ଧରି ସାଧାରଣ ପଦୋନ୍ନତିକୁ ଅଟକାଇ ରଖାଯିବା ଫଳରେ ସେମାନଙ୍କ ମଧ୍ଯରୁ ଅନେକ ପଦନ୍ନୋତି ପୂର୍ବରୁ ଅବସର ଗ୍ରହଣ କରିସାରିଛନ୍ତି l ସେମାନେ ତାଙ୍କର ନାର୍ଯ୍ଯ ପ୍ରାପ୍ତିରୁ ସବୁଦିନ ପାଇଁ ବଞ୍ଚିତ ହୋଇଗଲେ l ଜିଲ୍ଲା ସ୍ତରୀୟ ରାଜସ୍ଵ ଅମଲା ମାନେ ଦକ୍ଷତାର ସହ ରାଜ୍ଯ ସରକାରଙ୍କ ପ୍ରତ୍ୟେକ ଜନହିତକର ଯୋଜନା ତୃଣମୂଳ ସ୍ତରରେ ଲୋକମାନଙ୍କ ପାଖରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ସିମୀତ ସମୟ ସୀମାରେ ତାଙ୍କର କାର୍ଯ୍ୟଗୁଡ଼ିକୁ କରି ଯୋଗାଇ ଦେଇ ଆସୁଥିଲେ ମଧ୍ଯ ସରକାର ସେମାନଙ୍କୁ ଅଣଦେଖା କରି ଆସୁଛନ୍ତି।ସେମାନଙ୍କର ଦାବି ଗୁଡିକ ମଧ୍ୟ ରେ ପ୍ରମୁଖ ଦାବିଗୁଡିକ ହେଲା, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ୍- ୯ କୁ ବୃଦ୍ଧି କରାଇବା, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ସଂକଳ୍ପ ପତ୍ର ସଂଖ୍ୟା ୮୮୯୮ ତାରିଖ- ୧୫-୦୩-୨୪ ଅନୁଯାୟୀ ତଥା ସମସ୍ତ ୩୦ ଗୋଟି ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯିବା, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯିବା, ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯିବା, ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ୍ ଯୋଜନା ରେ ଅନ୍ତର୍ଭୁକ୍ତ କରାଯିବା ଇତ୍ୟାଦି ଅଛି। ପୁନଶ୍ଚ ଗଜପତି ଜିଲ୍ଲା ସମ୍ପାଦକ ଶ୍ରୀ ଶାନ୍ତୁନୁ ମିଶ୍ର ପ୍ରକାଶ କରିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଉପରେ ସଂଘର ଦୃଢ଼ ଆଶା ଓ ବିଶ୍ୱାସ ଅଛି ଯେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରତାରିତ ହୋଇଥିବା ହଜାର ହଜାର ରାଜସ୍ୱ ଅମଲାଙ୍କୁ ଲୋକ ପ୍ରିୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଲୋକଙ୍କ ସରକାର ଠାରୁ ନ୍ୟାୟ ନିଶ୍ଚିତ ମିଳିବ। ଜନସାଧାରଣ ଏହି ଆନ୍ଦୋଳନ ଫଳରେ ସରକାରୀ ସେବା ପାଇବା ପାଇଁ ଯେଉଁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ସେ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି । ଜିଲ୍ଳା ର ସମସ୍ତ ରାଜସ୍ବ ବିଭାଗର କାର୍ଯ୍ୟ ରତ ରାଜସ୍ବ ଅମଲା ମାନେ ସମୂହ ଛୁଟିରେ ବସିଥିବା ସେ ଗଣ ମାଧ୍ୟମ କୁପ୍ରକାଶ କରିଛନ୍ତି। ଗଜପତି ରୁ ବିବେକ। ନନ୍ଦ ବେହେର। ।

editor jai odisha by editor jai odisha
August 18, 2025
in ଆଞ୍ଚଳିକ
0
ଅଷ୍ଟମ ଦିନରେ ଗଜପତି ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା  ସଂଘର  ପ୍ରତିବାଦ
0
SHARES
27
VIEWS
Share on FacebookShare on Twitter
Previous Post

ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ଜାତୀୟ ସ୍ତରୀୟ ଅଧ୍ୟାପକ ପ୍ରଶିକ୍ଷଣ କାର୍ୟକ୍ରମ ଅନୁଷ୍ଠିତ

Next Post

ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

editor jai odisha

editor jai odisha

Next Post
ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ  ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In