Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଶ୍ରୀମନ୍ଦିରରେ ଅନ୍‌ଲାଇନ ପୂଜା ନାମରେ ଠକେଇ

ପୁରୀ(ଜୟ ଓଡିଶା): ଅନ୍‌ଲାଇନରେ ଶ୍ରୀମନ୍ଦିରରେ ପୂଜା କରିବା ଆଳରେ ଜଗନ୍ନାଥପ୍ରେମୀଙ୍କୁ ଠକେଇ କରାଯାଉଛି। ମହାପ୍ରଭୁଙ୍କ ପୂଜା ସହ ନିର୍ମାଲ୍ୟ ମିଳିବ ବୋଲି ବିଜ୍ଞାପନରେ ଦର୍ଶାଯାଇଛି। ପୂଜା ପରିସେବା ନାମକ ଏକ ଆପ୍ ମାଧ୍ୟମରେ ଏଭଳି ବିଜ୍ଞାପନ ଦିଆଯାଇଛି। ଚାରି ପ୍ରକାର ପୂଜା ପାଇଁ ଅଲଗା ଅଲଗା ମୂଲ୍ୟ ରହିଛି। ସ୍ବତନ୍ତ୍ର ଅଭିଷେକ ପୂଜା ପାଇଁ ୭୫୦୦, ତୁଳସୀ ଦାନ ପୂଜା ପାଇଁ ୫୫୦୧, ସାଧାରଣ ଦର୍ଶନ ପୂଜା ପାଇଁ ୨୫୦୦ ଏବଂ ଜଗନ୍ନାଥ, ବଳରାମ, ସୁଭଦ୍ରାଙ୍କ ମିଳିତ ପୂଜା ପାଇଁ ୪୭୫୦ଟଙ୍କା ଦେବାକୁ ପଡ଼ିବ ବୋଲି ୱେବସାଇଟରେ ଉଲ୍ଲେଖ ରହିଛି। ଦେଶ ବାହାର ଭକ୍ତଙ୍କ ପୂଜା ପାଇଁ ଡଲାରରେ ମଧ୍ୟ ଦର ତାଲିକା ପ୍ରକାଶ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଶ୍ରୀମନ୍ଦିର ସେବାୟତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିରରେ ସଞ୍ଚାର ମାଧ୍ୟମରେ ଏଭଳି କୌଣସି ବ୍ୟବସ୍ଥା ନାହିଁ ବୋଲି ସେମାନେ ସୂଚନା ଦେଇଛନ୍ତି। ଭକ୍ତମାନେ ବାରମ୍ବାର ସଞ୍ଚାର ମାଧ୍ୟମରେ ଠକେଇର ଶିକାର ହେଉଥିବାରୁ ତୁରନ୍ତ ଶ୍ରୀମନ୍ଦିର, ଜିଲା ଓ ପୁଲିସ ପ୍ରଶାସନ ଏଭଳି ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେବାୟତ ଦାବି କରିଛନ୍ତି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ କହିଛନ୍ତି, ଅନ୍‌ଲାଇନ ନାମରେ ବାରମ୍ବାର ଭକ୍ତଙ୍କୁ ଠକେଇ ହେଉଥିବା ନଜିର ରହିଛି। ଏହି ଘଟଣାକୁ ପୁଲିସ ଗୁରୁତର ସହ ନେଇଛି। ସାଇବର ବିଶେଷଜ୍ଞଙ୍କ ଦ୍ବାରା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ତଦନ୍ତ ପରେ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି, ଭବିଷ୍ୟତରେ ଶ୍ରୀମନ୍ଦିର ସମ୍ପର୍କିତ ଶବ୍ଦାବଳୀ ଅନ୍ୟ କେହି ବ୍ୟବହାର ନକରିବା ପାଇଁ ଖୁବ୍‍ଶୀଘ୍ର ଏହାର ପ୍ୟାଟେଣ୍ଟ କରାଯିବ।

editor jai odisha by editor jai odisha
September 2, 2025
in ରାଜ୍ୟ
0
ଆସନ୍ତାକାଲି ବନକଲାଗି ନୀତି: ସନ୍ଧ୍ୟା ୬ରୁ ରାତି ୧୦ଟା ସର୍ବ ସାଧାରଣ ଦର୍ଶନ ବନ୍ଦ
0
SHARES
1
VIEWS
Share on FacebookShare on Twitter
Previous Post

ସୁଦାନରେ ଭୂସ୍ଖଳନ ; ଗୋଟିଏ ଗାଁର ହଜାରେ ମୃତ

Next Post

ଭୁବନେଶ୍ବରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

editor jai odisha

editor jai odisha

Next Post
ପାରିବାରିକ କଳହରୁ ଶ୍ବଶୂର ଘରେ ଜ୍ବାଇଁର ଆତ୍ମହତ୍ୟା

ଭୁବନେଶ୍ବରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In