Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଖୁବ୍‌ ଶୀଘ୍ର ଧାଡି ଦର୍ଶନ

ପୁରୀ ( ଜୟ ଓଡିଶା) : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି । ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି । ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି । ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

editor jai odisha by editor jai odisha
September 3, 2025
in ରାଜ୍ୟ
0
କାର୍ଯ୍ୟକ୍ଷମ ହେଲା ଶ୍ରୀମନ୍ଦିର ପରିସରରେ ସ୍ୱତନ୍ତ୍ର ସ୍ତନ୍ୟପାନ ଗୃହ
0
SHARES
1
VIEWS
Share on FacebookShare on Twitter
Previous Post

ଏକ ଦିବସୀୟ ଗଣ ଚାରା ରୋପଣ ଅଭିଯାନ ଅନୁଷ୍ଠିତ

Next Post

କାହାର ଧମକକୁ ଚୀନ୍‍ ଭୟ କରେ ନାହିଁ: ରାଷ୍ଟ୍ରପତି ସି ଜିନ୍‍ପିଙ୍ଗ

editor jai odisha

editor jai odisha

Next Post
କାହାର ଧମକକୁ ଚୀନ୍‍ ଭୟ କରେ ନାହିଁ: ରାଷ୍ଟ୍ରପତି ସି ଜିନ୍‍ପିଙ୍ଗ

କାହାର ଧମକକୁ ଚୀନ୍‍ ଭୟ କରେ ନାହିଁ: ରାଷ୍ଟ୍ରପତି ସି ଜିନ୍‍ପିଙ୍ଗ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In