Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଜାତୀୟ

ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ , ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ ( ଏଜେନ୍ସି) : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି। ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ ସଂଖ୍ୟା ଗୁଡିକ ମଧ୍ୟ ଅଧିକ ପ୍ରମୂଖ ଭାବରେ ପ୍ରଦର୍ଶିତ ହେବ। ସ୍ପଷ୍ଟତା ପାଇଁ ଫଣ୍ଟ ଆକାର ୩୦ ହେବ ଏବଂ ବୋଲ୍ଡ ଅକ୍ଷରରେ ଲେଖାଯିବ। ବିହାର ବିଧାନସଭା ନିର୍ବାଚନଠାରୁ ଏହାକୁ ଆରମ୍ଭ କରାଯିବ। ଇଭିଏମ୍ ବାଲାଟ୍‌ ପେପର ଗୁଡିକ ୭୦ ଜିଏସ୍‌ଏମ୍ କାଗଜରେ ମୁଦ୍ରିତ ହେବ। ବିଧାନସଭା ନିର୍ବାଚନ ପାଇଁ ଗୋଲାପୀ କାଗଜ ବ୍ୟବହାର କରାଯିବ। ଏହି ପରିବର୍ତ୍ତନ ଭୋଟରଙ୍କ ପାଇଁ ସ୍ପଷ୍ଟତା ବୃଦ୍ଧି ଓ ଭୋଟିଂ ପ୍ରକ୍ରିୟାକୁ ସରଳ କରିବ। ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ, କିନ୍ତୁ ଅକ୍ଟୋବର କିମ୍ବା ନଭେମ୍ବରର ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ ହେବାର ଆଶା କରାଯାଉଛି। ଦୀପାବଳି ଏବଂ ଛଟ୍ ପୂଜାକୁ ଆଖି ଆଗରେ ରଖି ନିର୍ବାଚନ ତାରିଖ ସ୍ଥିର କରାଯିବ। ବର୍ତ୍ତମାନ ବିଧାନସଭାର କାର୍ଯ୍ୟକାଳ ୨୨ ନଭେମ୍ବର, ୨୦୨୫ରେ ଶେଷ ହେଉଛି, ତେଣୁ ତା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବ।

editor jai odisha by editor jai odisha
September 17, 2025
in ଜାତୀୟ
0
ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ , ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ
0
SHARES
1
VIEWS
Share on FacebookShare on Twitter
Previous Post

ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ

Next Post

ବିଜୟପୁରାସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଡକାୟତି

editor jai odisha

editor jai odisha

Next Post
ବିଜୟପୁରାସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଡକାୟତି

ବିଜୟପୁରାସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଡକାୟତି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In