Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ପବିତ୍ର ମହାଳୟା ଅବସରରେ ମା ବାଟ ମଙ୍ଗଳାଙ୍କ ଧବଳମୁଖୀ ବେଶ

ସମ୍ବଲପୁର(ଜୟ ଓଡିଶା) : ପବିତ୍ର ମହାଳୟା ଅବସରରେ ସ୍ଥାନୀୟ ଦଲେଇପଡା ସ୍ଥିତ ମାଁ ବାଟମଙ୍ଗଳା ମନ୍ଦିରରେ ମାଁ ଆଜି ଭକ୍ତ ମାନଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ମୁଖ୍ୟ ପୂଜକ ସୁରେଶ ଚନ୍ଦ୍ର ପଟ୍ଟନାୟକ ରବିବାର ଭୋରରୁ ମାଁ ଙ୍କୁ ଧବଳମୁଖୀ ବେଶରେ ଶୃଙ୍ଗାର କରି ସୁସଜ୍ଜିତ କରିଥିଲେ । ଏହା ପରେ ପାରମ୍ପରିକ ରିତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ଭକ୍ତ ମାନଙ୍କ ଦର୍ଶନ ନିମନ୍ତେ ମନ୍ଦିର ଖୋଲା ଯାଇଥିଲା । ନବରାତ୍ର ପାଇଁ ମନ୍ଦିରକୁ ସୁସଜ୍ଜିତ କରାଯାଇଛି । ସୋମବାରଠାରୁ ମାଁ ଙ୍କ ନବ ଦିନାତ୍ମକ ପୂଜା ଆରମ୍ଭ ସହିତ ଜାଗର ଦୀପ ପ୍ରଜ୍ୱଳନ କରାଯିବ । ପୀଠେ ସପ୍ତମୀ ତିଥିରେ ମାଁଙ୍କୁ ୩ ଦିନ ଧରି ସ୍ୱତନ୍ତ୍ର ଜାଗର ଦୀପ ପ୍ରଜ୍ୱଳନ କରାଯିବ । ସପ୍ତମୀ ତିଥିରେ ମାଁ ଙ୍କ ଖଣ୍ଡା ଧୁଆ, ଅଷ୍ଟମୀ ତିଥିରେ ମାଁ ଙ୍କ ଖଣ୍ଡା ପାରମ୍ପରିକ ଦୁଲଦୁଲି ବାଜାର ଆସରରେ ମାଁ ସମଲେଶ୍ୱରୀ ମନ୍ଦିରକୁ ଯାଇ ମାଁ ଙ୍କ ନିକଟରେ ପୂଜାର୍ଚ୍ଚନା କରାଯିବ । ପବିତ୍ର କୁମାର ପୂର୍ଣ୍ଣିମା ତିଥି ଆସନ୍ତା ୬ ତାରିଖରେ ମାଁ ବାଟମଙ୍ଗଳାଙ୍କ ରାଜରାଜେଶ୍ୱରୀ ବେଶ ଓ ଧ୍ୱଜାରୋହଣ ଅନୁଷ୍ଠିତ ହେବା ସହିତ ଖିରି ଭୋଗ ବଣ୍ଟନ କରାଯିବ ବୋଲି ମନ୍ଦିର ପୂଜକ ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ।

editor jai odisha by editor jai odisha
September 21, 2025
in ଆଞ୍ଚଳିକ
0
ପବିତ୍ର ମହାଳୟା ଅବସରରେ ମା ବାଟ ମଙ୍ଗଳାଙ୍କ ଧବଳମୁଖୀ ବେଶ
0
SHARES
1
VIEWS
Share on FacebookShare on Twitter
Previous Post

ପବିତ୍ର ମହାଳୟା ତିଥିରେ ବାଲୁଙ୍କେଶ୍ୱର ଘାଟରେ ତିଳ ତର୍ପଣ

Next Post

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସମଲେଶ୍ୱରୀ

editor jai odisha

editor jai odisha

Next Post
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସମଲେଶ୍ୱରୀ

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସମଲେଶ୍ୱରୀ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In