Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ଗଜପତି( ଜୟ ଓଡିଶା) : - ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗୀତା ରେ ପ୍ରବନ୍ଧ, ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଆସନ୍ତା ଗାନ୍ଧୀ ଜୟନ୍ତୀ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଓ ଶ୍ରୀ ରମାକାନ୍ତ ବରାଡ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକଙ୍କ ସହଯୋଗ କରିଥିଲେ।

editor jai odisha by editor jai odisha
September 28, 2025
in ଆଞ୍ଚଳିକ
0
ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ
0
SHARES
1
VIEWS
Share on FacebookShare on Twitter
Previous Post

ସିଙ୍କୁଳିପଦରକୁ ନୂତନ ପଞ୍ଚାୟତ ଗଠନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ

Next Post

ପାକିସ୍ତାନ ସେନା ଘାଟି ଉପରେ ଭୟଙ୍କର ବିସ୍ଫୋରଣ; ୧୦ମୃତ

editor jai odisha

editor jai odisha

Next Post
ପାକିସ୍ତାନ ସେନା ଘାଟି ଉପରେ ଭୟଙ୍କର ବିସ୍ଫୋରଣ; ୧୦ମୃତ

ପାକିସ୍ତାନ ସେନା ଘାଟି ଉପରେ ଭୟଙ୍କର ବିସ୍ଫୋରଣ; ୧୦ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In