Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅନ୍ତର୍ଜାତୀୟ

ଭୁଶୁଡିଲା ସ୍କୁଲ ଛାତ: ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬୫ ପିଲା

ଇଣ୍ଡୋନେସିଆ( ଏଜେନ୍ସି) : ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଏକ ଇସଲାମିକ୍‍ ସ୍କୁଲ କୋଠା ଭୁଶୁଡି ପଡିବାରୁ ଅଘଟଣ ଘଟିଛି । ଯାହା ଫଳରେ ପ୍ରାୟ ୬୫ଜଣ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏପର୍ଯ୍ୟନ୍ତ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ରିପୋର୍ଟ ଅନୁସାରେ ସ୍କୁଲ କୋଠାଟି ନିର୍ମାଣଧୀନ ଥିବାବେଳେ ହଠାତ୍‍ ଭୁଶୁଡି ପଡିଛି । ଭଗ୍ନାଂଶ ତଳେ ଫସି ରହିଥିବା ଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ରାତିସାରା ଖୋଜାଖୋଜି କରିବା ଜାରି ରଖିଛନ୍ତି । ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସମସ୍ତ ଛାତ୍ର ଅପରାହ୍ନ ପ୍ରାର୍ଥନା ପାଇଁ ଏକାଠି ହୋଇଥିଲେ ସେତେବେଳେ ହଠାତ୍‍ ଛାତଟି ଭୁଶୁଡି ପଡିଥିଲା । ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହ ପିଲାଙ୍କୁ ଉଦ୍ଧାର କରିବାରେ ନୟୋଜିତ ହୋଇଛନ୍ତି ।

editor jai odisha by editor jai odisha
September 30, 2025
in ଅନ୍ତର୍ଜାତୀୟ
0
ଭୁଶୁଡିଲା ସ୍କୁଲ ଛାତ:  ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬୫ ପିଲା
0
SHARES
1
VIEWS
Share on FacebookShare on Twitter
Previous Post

ନଦୀରେ ବୁଡ଼ି ୩ ମୃତ

Next Post

ପରଲୋକରେ ବିଜେପି ନେତା ବିଜୟ ମଲହୋତ୍ରା

editor jai odisha

editor jai odisha

Next Post
ପରଲୋକରେ ବିଜେପି ନେତା ବିଜୟ ମଲହୋତ୍ରା

ପରଲୋକରେ ବିଜେପି ନେତା ବିଜୟ ମଲହୋତ୍ରା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In