Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଅବପାତ ରୂପନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର( ଜୟ ଓଡିଶା) : – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବଂ ଅବପାତର ରୂପନେଇଛି । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏହି ଅବପାତ ଦକ୍ଷିଣ ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଅକ୍ଟୋବର ତିନିତାରିଖ ସକାଳେ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅକ୍ଟୋବର ଦୁଇ ତାରିଖରେ ପୁରୀ ଏବଂ ଜଗତସିଂହପୁରରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ,ଖୋର୍ଦ୍ଧା,କଟକ, କେନ୍ଦ୍ରାପଡା,ବାଲେଶ୍ୱର,ମୟୁରଭଞ୍ଚ, ଭଦ୍ରକ,ଯାଜପୁର,ଢେଙ୍କାନାଳ,କନ୍ଧମାଳ, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

editor jai odisha by editor jai odisha
October 1, 2025
in ରାଜ୍ୟ
0
ଅବପାତ ରୂପନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ
0
SHARES
1
VIEWS
Share on FacebookShare on Twitter
Previous Post

ଲକ୍ଷ୍ମୀ ବସ୍- ବାଇକ୍‌ ମୁହାଁମୁହିଁ ଧକ୍କା : ବାଇକ୍ ଆରୋହୀ ଗୁରୁତର

Next Post

କାର୍ -ବାଇକ୍ ଧକ୍କା: ଜଣେ ମୃତ

editor jai odisha

editor jai odisha

Next Post
ଘରେ ପଶିଲା କାର୍‌, ଜଣେ ମୃତ

କାର୍ -ବାଇକ୍ ଧକ୍କା: ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In