Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

କଟକ କର୍ଫ୍ୟୁ ଘଟଣା : ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ

କଟକ( ଜୟ ଓଡିଶା) : - କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ । ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ। ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି। ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ।

editor jai odisha by editor jai odisha
October 6, 2025
in ରାଜ୍ୟ
0
କଟକ କର୍ଫ୍ୟୁ ଘଟଣା : ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ
0
SHARES
1
VIEWS
Share on FacebookShare on Twitter
Previous Post

ଆସନ୍ତା ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ

Next Post

୨୦୨୫ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା : ମେଡିସିନରେ ୩ ଜଣଙ୍କୁ ନୋବେଲ ପୁରସ୍କାର

editor jai odisha

editor jai odisha

Next Post
୨୦୨୫ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା : ମେଡିସିନରେ ୩ ଜଣଙ୍କୁ ନୋବେଲ ପୁରସ୍କାର

୨୦୨୫ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା : ମେଡିସିନରେ ୩ ଜଣଙ୍କୁ ନୋବେଲ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In