Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅପରାଧ

କଟକ ଗଣ୍ଡଗୋଳ ଘଟଣାରେ ୮ ଗିରଫ

କଟକ( ଜୟ ଓଡିଶା) : - କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍‍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି । ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୁଲିସ । କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ବିଶୃଙ୍ଖଳାକାରୀଙ୍କ ବିରୋଧରେ ପୁଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

editor jai odisha by editor jai odisha
October 6, 2025
in ଅପରାଧ
0
ଦାନୋଗହିର ଆକ୍ରମଣ ଘଟଣାରେ ୫ ଗିରଫ
0
SHARES
1
VIEWS
Share on FacebookShare on Twitter
Previous Post

ଇନ୍‌ଫୋଭ୍ୟାଲି ଗୁଳିକାଣ୍ଡ ଘଟଣା: ଅଳ୍ପକେ ବର୍ତ୍ତିଲା କୁନି ଝିଅ

Next Post

ପୁଲିସ ଏସ୍‍ଆଇ ପରୀକ୍ଷା ଅନିୟମିତତା: ବିଜେଡିର ଜୋରଦାର ପ୍ରତିବାଦ ସହ ବିକ୍ଷୋଭ

editor jai odisha

editor jai odisha

Next Post
ପୁଲିସ ଏସ୍‍ଆଇ ପରୀକ୍ଷା ଅନିୟମିତତା: ବିଜେଡିର ଜୋରଦାର ପ୍ରତିବାଦ ସହ ବିକ୍ଷୋଭ

ପୁଲିସ ଏସ୍‍ଆଇ ପରୀକ୍ଷା ଅନିୟମିତତା: ବିଜେଡିର ଜୋରଦାର ପ୍ରତିବାଦ ସହ ବିକ୍ଷୋଭ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In