Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home Uncategorized

ବଢିଲା ଜ୍ୟୋତି ମାଲହୋତ୍ରାଙ୍କ ଅଡୁଆ-ପୁଣି ୪ଦିନିଆ ରିମାଣ୍ଡରେ ନେଲା ପୁଲିସ

ନୂଆ ଦିଲ୍ଲୀ ( ଏଜେନ୍ସି ) ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ କୋର୍ଟରୁ ଲାଗିଛି ଆଉ ଏକ ଝଟକା । ଜ୍ୟୋତିଙ୍କୁ ପୁଣି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ୫ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ହିସାର ପୁଲିସ ଜ୍ୟୋତିଙ୍କୁ ଜିଲ୍ଲା କୋର୍ଟରେ ହାଜର କରିଥିଲା । କୋର୍ଟରେ ଦେଢ ଘଣ୍ଟା ଧରି ବିତର୍କ ହେବା ପରେ କୋର୍ଟ ପୁଣି ୪ଦିନିଆ ରିମାଣ୍ଡରେ ନେବାକୁ ପୁଲିସକୁ ଅନୁମତି ଦେଇଛନ୍ତି ।ଶୁଣାଣି ସମୟରେ ଜ୍ୟୋତିଙ୍କ ବାପା ହରିଶଙ୍କୁ ତାଙ୍କ ସହିତ ସାକ୍ଷାତ କରିବାକୁ ଅନୁମତି ଦିଆଯାଇନଥିଲା । ଗୁପ୍ତଚର ମାମଲାରେ ପୁଲିସ ଜ୍ୟୋତିଙ୍କୁ ଗତ ୧୬ ତାରିଖରେ ଗିରଫ କରିଥିଲା । ସୁରକ୍ଷା ଏଜେନ୍ସି ତାଙ୍କୁ ପଠାନକୋର୍ଟ ନେଇ ଜେରା କରିଥିଲେ । ଜ୍ୟୋତିଙ୍କ ପଠାନକୋଟ ଗସ୍ତ ଏବଂ ସେଠାରୁ ସେନା ଶିବିର ବିଷୟରେ ସୂଚନା ଦେଇଥିବା ସନ୍ଦେହ କରାଯାଇ ପଚରାଉଚରା କରାଯାଇଥିଲା ।

editor jai odisha by editor jai odisha
May 22, 2025
in Uncategorized
0
ବଢିଲା ଜ୍ୟୋତି ମାଲହୋତ୍ରାଙ୍କ ଅଡୁଆ-ପୁଣି ୪ଦିନିଆ ରିମାଣ୍ଡରେ ନେଲା ପୁଲିସ
0
SHARES
1
VIEWS
Share on FacebookShare on Twitter
Previous Post

କଳିଙ୍ଗ ନଗରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ; ଏକାଧିକ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତି ପ୍ରସ୍ତର ସ୍ଥାପନ

Next Post

ନିୟମଗିରି ପାହାଡ଼ରେ ହାତୀପଲ; ଲୋକେ ଭୟଭୀତ

editor jai odisha

editor jai odisha

Next Post
ନିୟମଗିରି ପାହାଡ଼ରେ ହାତୀପଲ; ଲୋକେ ଭୟଭୀତ

ନିୟମଗିରି ପାହାଡ଼ରେ ହାତୀପଲ; ଲୋକେ ଭୟଭୀତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In