Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home କ୍ରୀଡା

ଇଣ୍ଡିଆନ୍ ପ୍ରିମିୟର ଲିଗ ନିଲାମ ତାଲିକାରେ ଦୁଇ ଓଡିଆ

ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗର ନିଲାମରେ ୨ଜଣ ଓଡ଼ିଆ କ୍ରିକେଟର ସାମିଲ ହୋଇଛନ୍ତି । ଦୁଇ ଓଡ଼ିଆ ଖେଳାଳି ହେଉଛନ୍ତି ରାଜେଶ ମହାନ୍ତି ଏବଂ ସ୍ୱସ୍ତିକ ସାମଲ । ୨୦୨୬ ଆଇପିଏଲ୍‌ର ମିନି ଅକ୍ସନ ଆଜି ଆବୁଧାବିରେ ଅନୁଷ୍ଠିତ ହେବ । ଚଳିତ ଥର ୧୦ଟି ଯାକ ଫ୍ରାଞ୍ଚାଇଜ ଖାଲି ପଡ଼ିଥିବା ମୋଟ୍ ୭୭ଟି ସ୍ଥାନ ପାଇଁ ମୋଟ୍ ୩୫୦ ଜଣ ଖେଳାଳିଙ୍କୁ ନେଇ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯାଇଛି । ଏଥିରେ ୨୪୪ ଜଣ ଭାରତୀୟ ଓ ୧୧୫ ଜଣ ବିଦେଶୀ ଖେଳାଳି ସ୍ଥାନ ପାଇଛନ୍ତି । ସମସ୍ତ ଫ୍ରାଞ୍ଚାଇଜଙ୍କ ନିକଟରେ ୭୭ଟି ସ୍ଥାନ ଖାଲି ରହିଛି । ଏଥିରେ ରହିଛି ବିଦେଶୀ ଖେଳାଳିଙ୍କ ପାଇଁ ୩୧ଟି ସ୍ଥାନ । ପ୍ରଥମେ କେବଳ ୩୫୦ ଜଣ ଖେଳାଳିଙ୍କୁ ସାମିଲ କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୯ ଜଣଙ୍କୁ ସାମିଲ କରାଯାଇଛି । ସେମାନଙ୍କ ମଧ୍ୟରେ ଦୁଇ ଖେଳାଳୀଙ୍କୁ ସାମିଲ କରାଯାଇଛି । ମୁମ୍ବାଇ ଇଣ୍ଡିଆନ୍ସ ୨ଟି ବଡ଼ ଡିଲ୍ କରିଛି । ସେମାନେ ଲକ୍ଷ୍ନୌ ସୁପର ଜିଆଣ୍ଟସରୁ ଶାର୍ଦ୍ଦୁଲ ଠାକୁରଙ୍କୁ ୨ କୋଟି ଟଙ୍କାରେ ଏବଂ ଗୁଜରାଟ ଟାଇଟାନ୍ସରୁ ଶେରଫେନ ରଦରଫୋର୍ଡଙ୍କୁ ୨.୬୦ କୋଟି ଟଙ୍କାରେ କିଣିଛନ୍ତି ।

editor jai odisha by editor jai odisha
December 16, 2025
in କ୍ରୀଡା
0
ଇଣ୍ଡିଆନ୍ ପ୍ରିମିୟର ଲିଗ ନିଲାମ ତାଲିକାରେ ଦୁଇ ଓଡିଆ
0
SHARES
1
VIEWS
Share on FacebookShare on Twitter
Previous Post

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

Next Post

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା : ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

editor jai odisha

editor jai odisha

Next Post
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା : ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା : ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In