Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜନୀତି

ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ

ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜି-ରାମ-ଜି କେନ୍ଦ୍ର-ରାଜ୍ୟ ଭାଗୀଦାରୀକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ପ୍ରତିବାଦ ଜାରି ରହିବ ବୋଲି କଂଗ୍ରେସ । ଏନେଇ ଏଆଇସିସି ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ସୂଚନା ଦେଇଛନ୍ତି । ବିହାର ନିର୍ବାଚନ ଶେଷ ହେବା ପରେ ଆଜି ପ୍ରଥମ ଥର କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ବସିଛି । ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେ, ଶଶୀ ଥରୁର, ରାଜୀବ ଶୁକ୍ଳା, ଭୂପେସ ବାଘେଲ, ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ସିଦ୍ଧରମୟା ପ୍ରମୁଖ ନେତା ଉପସ୍ଥିତ ରହିଥିଲେ ।

editor jai odisha by editor jai odisha
December 27, 2025
in ରାଜନୀତି
0
ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ
0
SHARES
1
VIEWS
Share on FacebookShare on Twitter
Previous Post

ରାଜସ୍ଥାନରେ ହିଂସା, ଇଣ୍ଟରନେଟ୍ ବନ୍ଦ

Next Post

ଓମ୍‌ସା ଦାବି: ଗଠନ ହେଲା କମିଟି

editor jai odisha

editor jai odisha

Next Post
ଓମ୍‌ସା ଦାବି: ଗଠନ ହେଲା କମିଟି

ଓମ୍‌ସା ଦାବି: ଗଠନ ହେଲା କମିଟି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In