Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ଗୋ-ମାଫିଆ ବିରୋଧରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ

ବିଶୋଇ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆର ସୁରଜିତ ମହାନ୍ତିଙ୍କ ଘରେ ଚଢାଉ ହୋଇଛି। ଆଜି ସକାଳୁ ଚଢାଉ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୩୦ ଲକ୍ଷ ନଗଦ ଟଙ୍କା, ୩୭୦ ଗ୍ରାମ ସୁନା ଓ ୨୮୦ ଗ୍ରାମ ରୂପା ଜବତ କରିଛି ଭିଜିଲାନ୍ସ । ଏହାସହିତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଯାଞ୍ଚ ଚାଲିଛି। ସେହିପରି ବିଶୋଇ ଠାରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବାସ ଭବନରେ ଚଢ଼ାଉ ବେଳେ ଘରୁ ଜବଦ୍ ହୋଇଛି ନଗଦ ୩ ଲକ୍ଷ ୯ ହଜାର ଟଙ୍କା, ୩୫ ଗ୍ରାମ ସୁନା,୯୫ ଗ୍ରାମ ରୂପା। ଏଥିସହିତ ଏକ ଏସୟୁଭି ଓ ବାଇକ୍ ଜବତ ହୋଇଛି। କରଞ୍ଜିଆର ମଣ୍ଟୁଆ ଠାରେ ଏସ୍ କେ ଗୁଡୁ ଙ୍କ ଘରେ ଚଡାଉ ବେଳେ ୧୦ ଲକ୍ଷରୁ ଉର୍ଦ୍ଧ୍ବ ନଗଦ ଟଙ୍କା ସହିତ ୩୦୦ ଗ୍ରାମ ସୁନା ଅଳଙ୍କାର ଜବତ ହୋଇଛି। ସେଠାରେ ମଧ୍ୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ର ଆକଳନ ଜାରି ରହିଛି। ସେହିପରି ରାଇରଙ୍ଗପୁର ର ହାଟବାଦଡା, ତେଣ୍ଟପୋଷି, ସାତପୌଟିଆ ଗାଆଁ ରେ ପାଞ୍ଚଟି ଘରେ ଚାଲିଛି ଚଢ଼ାଉ।

editor jai odisha by editor jai odisha
January 17, 2026
in ରାଜ୍ୟ
0
ଗୋ-ମାଫିଆ ବିରୋଧରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ
0
SHARES
1
VIEWS
Share on FacebookShare on Twitter
Previous Post

ଗଣତି ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର

Next Post

ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣା : ଅଧୀକ୍ଷକଙ୍କ ନାଁରେ ମାମଲା

editor jai odisha

editor jai odisha

Next Post
ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣା : ଅଧୀକ୍ଷକଙ୍କ ନାଁରେ ମାମଲା

ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣା : ଅଧୀକ୍ଷକଙ୍କ ନାଁରେ ମାମଲା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In