Jai Odisha
Thursday, January 29, 2026
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ରାଜ୍ୟ

ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍

ଭୁବନେଶ୍ବର( ଜୟ ଓଡିଶା) : ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି । ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍ କରି ୧,୫୭,୨୬୦ ଟଙ୍କା ପ୍ରତି ୧୦ ଗ୍ରାମ ହୋଇଛି । ସେହିପରି ରୁପା ଦାମ୍ କିଲୋ ପିଛା ୩,୩୦,୦୦୦ ଟଙ୍କାରେ ପହଞ୍ଚିଛି । ଆଜି ଦିଲ୍ଲୀ ଓ ମୁମ୍ବଇ ସହରରେ ୨୪ କ୍ୟାରେଟ ସୁନା ଦର ୧,୫୭,୨୬୦ ଟଙ୍କା ପ୍ରତି ୧୦ଗ୍ରାମ ରହିଛି । ସେହିପରି ୧୦ ଗ୍ରାମ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୪୪,୧୫୦ ଟଙ୍କା ଓ ୧୮ କ୍ୟାରେଟ ସୁନାର ମୂଲ୍ୟ ୧,୧୭,୯୪୦ ଟଙ୍କା ରହିଛି । ସେହିପରି ରୂପା ଦର ମଧ୍ୟ ବୃଦ୍ଧି ହୋଇଛି । ଦିଲ୍ଲୀ ଓ ମୁମ୍ବଇରେ ଏକ କିଲୋଗ୍ରାମ ରୁପା ଦର ୩,୩୦,୦୦୦ ଟଙ୍କା ରହିଛି । ଓଡିଶା ବଜାରରେ ମଧ୍ୟ ଏହାର ବିଶେଷ ପ୍ରଭାବ ରହିଛି । କଟକ ଓ ଭୁବନେଶ୍ୱର ସହର ସମେତ ରାଜ୍ୟରେ ମଧ୍ୟ ସୁନା ଦର ସମାନ ଦର ରହିଛି । ରୁପା ଦର ଏକ କିଲୋଗ୍ରାମ ପିଛା ୩,୪୦,୦୦୦ ଟଙ୍କା ରହିଛି ।

editor jai odisha by editor jai odisha
January 21, 2026
in ରାଜ୍ୟ
0
ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
0
SHARES
1
VIEWS
Share on FacebookShare on Twitter
Previous Post

ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ

Next Post

ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି

editor jai odisha

editor jai odisha

Next Post
ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି

ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସଂସଦରେ ଏକାଠି ଦିଶିଲେ ରାହୁଲ ଓ ନିତୀନ
  • ନିଶା ଦ୍ରବ୍ୟ ବିକ୍ରୟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନନ : ବିଏମସି
  • ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍
  • ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
  • ୨୪ ଘଣ୍ଟାରେ ରାଜଧାନୀରେ ଦୁଇଟି ଥର ଦୁର୍ଘଟଣା

Recent Comments

  1. A WordPress Commenter on Hello world!

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In