Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home Uncategorized

କ୍ଷୀର ଲିଟର ପିଛା ବଢ଼ିଲା ୩ ଟଙ୍କା

ଭୁବନେଶ୍ୱର : ଜୁନ ୧ ରୁ ଓମ୍ଫେଡ଼ ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୩ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ରାଜ୍ୟସ୍ତରୀୟ ବିଶ୍ୱ ଦୁଗ୍ଧ ଦିବସ -୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରମ ମାଝୀ ଘୋଷଣା କରିବା ପରେ ଓମ୍ଫେଡ଼ ଚାଷୀଙ୍କୁ ଲିଟରେ ପିଛା ୩ ଟଙ୍କା ଅଧିକ ଦେବା ଆରମ୍ଭ କରିଛି। ରାଜ୍ୟ ସରକାର ଚାଷୀଙ୍କୁ ୨ଟଙ୍କା ଓ ଓମ୍ଫେଡ ପକ୍ଷରୁ ଆଉ ୨ଟଙ୍କା ପ୍ରଦାନ କରାଯିବ। ଚାଷୀ ୩ ଟଙ୍କା ପାଇବାକୁ ଥିବାବେଳେ ସୋସିଇଟି ଓ ମିଳ୍କ ଫେଡରେସନକୁ ଏକ ଟଙ୍କା ମିଳିବ। ଏବେ ଗ୍ରାହକଙ୍କ ଲାଗି କ୍ଷୀର ଦର ବଢିବ ନାହିଁ। ସେନେଇ ଓମ୍ଫେଡର କମିଟି ବସିବା ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ। ଗ୍ରାହକଙ୍କ ଲାଗି କ୍ଷୀର ଦର ବଢିବ କି ନାହିଁ ସେନେଇ କମିଟି ବିଚାର କରିବା ପରେ ଓମ୍ଫେଡ଼ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି କରାଯିବ। ୧୫ରୁ ୨୦ ଦିନ ମଧ୍ୟରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଓମ୍ଫେଡ଼ ପରିଚାଳନା ନିର୍ଦେଶକ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ରାଜ୍ୟସ୍ତରୀୟ ବିଶ୍ୱ ଦୁଗ୍ଧ ଦିବସ -୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରମ ମାଝୀ ଓମଫେଡର ତିନୋଟି ନୂଆ ପ୍ରଡକ୍ଟର ଶୁଭାରମ୍ଭ କରିଛନ୍ତି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଓମ୍ଫେଡ ୧ କେଜିଆ ସାଧା ଦହି ବାଲଟି ବଜାରକୁ ଛାଡିଛି। କେବଳ ଦହି ନୁହେଁ, ୧୭୫ ମିଲି ଲିଟର ଓ ୩୫୦ ମିଲି ଲିଟର ବିଞ୍ଝାରପୁରୀ ଦେଶୀ ଗାଈ ଏ୨ ଘିଅ ପ୍ୟାକ୍ ମଧ୍ୟ ବଜାରରେ ଉପଲବ୍ଧ ହେଉଛି। ଏହା ସହିତ ଓମ୍ଫେଡର ବିଞ୍ଝାରପୁରୀ ଦେଶୀ ଗାଈ ଏ୨ ଦୁଗ୍ଧ ମଧ୍ୟ ବଜାରରେ ପ୍ରବେଶ କରିଛି। କାଚ ବୋତଲରେ ୫୦୦ ମିଲି ଲିଟର ପ୍ୟାକ୍ ବଜାରକୁ ଆସିଛି। ଏହି ଏ୨ ଦୁଗ୍ଧ ଦୀର୍ଘ ୯୦ ଦିନ ପର୍ଯ୍ୟନ୍ତ ରହିପାରିବ। ଆଗାମୀ ଦିନରେ ଓମଫେଡ୍ ଆହୁରି କିଛି ନୂଆ ଉତ୍ପାଦ ବଜାରକୁ ଆଣିବାକୁ ଯାଉଥିବା ନିର୍ଦ୍ଦେଶକ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓମଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ ଲିଟଲ ପିଛା ୩ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଏହା ଫଳରେ ରାଜ୍ୟର ୨.୫୦ ଲକ୍ଷ ଚାଷୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୪୦ରୁ ୪୨ କୋଟି ଟଙ୍କା ବାର୍ଷିକ ବ୍ୟୟ କରିବେ। ଏଥିପାଇଁ ଓମଫେଡ୍ ଏବଂ ଓମଫେଡ୍ ଦୁଗ୍ଧ ଚାଷୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପୂର୍ବରୁ ଦୁଗ୍ଧର ତିରୋଟ ସମୟରେ (ସେପ୍ଟେମ୍ବରରୁ ଫେବୃଆରୀ) ୬ ମାସ ପାଇଁ ଦୁଗ୍ଧର ମାନ ଅନୁଯାୟୀ ଓମଫେଡ୍ ଦୁଗ୍ଧ ଚାଷୀମାନଙ୍କୁ ୧ରୁ ୫ ଟଙ୍କା ପର୍ଯ୍ୟନ୍ତ ପ୍ରୋତ୍ସାହନ ରାଶି ସିଧାସଳଖ ଡିବିଟି ମାଧ୍ୟମରେ ପ୍ରଦାନ କରାଯାଉଥିବା ନିର୍ଦେଶକ କହିଛନ୍ତି।

editor jai odisha by editor jai odisha
June 2, 2025
in Uncategorized
0
କ୍ଷୀର ଲିଟର ପିଛା ବଢ଼ିଲା ୩ ଟଙ୍କା
0
SHARES
1
VIEWS
Share on FacebookShare on Twitter
Previous Post

ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୫କୁ ବୃଦ୍ଧି

Next Post

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

editor jai odisha

editor jai odisha

Next Post
ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In